ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ଆସୁଛି ମହାବାତ୍ୟା ‘ସିତରଙ୍ଗ’,

ଆସୁଛି ମହାବାତ୍ୟା ‘ସିତରଙ୍ଗ’,

ଆସୁଛି ମହାବାତ୍ୟା ‘ସିତରଙ୍ଗ’, ଅକ୍ଟୋବର ୨୫ ତାରିଖ ସୁଦ୍ଧା ବଙ୍ଗୋପସାଗରେ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା
ଆସୁଛି ମହାବାତ୍ୟା ‘ସିତରଙ୍ଗ’ । ଆସନ୍ତା ଅକ୍ଟୋବର ୨୫ ତାରିଖ ସୁଦ୍ଧା ବଙ୍ଗୋପସାଗରେ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି ।

ତେବେ ଅକ୍ଟୋବର ୧୮ରୁ ୨୫ ତାରିଖ ମଧ୍ୟରେ ବଙ୍ଗୋପସାଗରେ ସୁପର ସାଇକ୍ଲୋନ ସୃଷ୍ଟି ହେବ। ଏନେଇ ଆମେରିକାର ପାଣିପାଗ ପୂର୍ବାନୁମାନ ସଂସ୍ଥା ଗ୍ଲୋବାଲ ଫରକାଷ୍ଟ ସିଷ୍ଟମ ତଥା ଜିଏଫଏସର ପୂର୍ବାନୁମାନ କରିଛି।ସୂଚନା ଅନୁସାରେ, ଅକ୍ଟୋବର ୧୭ରେ ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ୧୮ ତାରିଖ ସୁଦ୍ଧା ସାଇକ୍ଲୋନିକ୍ ଝଡ଼ ସୃଷ୍ଟି କରିବାର ସମ୍ଭାବନା ରହିଛି।

ତେବେ ଏହି ବାତ୍ୟାର ନାମ ‘ସିତାରଙ୍ଗ’ ରଖାଯାଇଛି । ଏହା ବାତ୍ୟା ମହାବତ୍ୟାର ରୂପ ନେଇପାରେ ବୋଲି ଗବେଷକ କହିଛନ୍ତିି ।
ସେହିପରି ଏହା ଆନ୍ଧ୍ର- ବାଂଲାଦେଶ ମଧ୍ୟରେ କୌଣସି ସ୍ଥାନରେ ଲ୍ୟାଣ୍ଡଫଲ ସମ୍ଭାବନା ରହିଛି । ମହାବାତ୍ୟା ହେଲେ ଘଣ୍ଟା ପ୍ରତି ୨୨୦ରୁ ୨୫୦ କିଲୋମିଟର ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି ।

Related posts

ଋଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦରେ ବଳି ପଡୁଛନ୍ତି ଭାରତୀୟ,ଆଉ ଜଣେ ଛାତ୍ରଙ୍କୁ ଗୁଳିମାଡ

Odisha Halchal

ଅକ୍ଷୟ ତୃତୀୟାରେ ମୁଖ୍ୟମନ୍ତ୍ରୀଙ୍କ ଭେଟି

Odisha Halchal

ମନରେଗାର କାର୍ଯ୍ୟରେ ଦୁର୍ନୀତିକୁ ନେଇ ପ୍ରତିବାଦ

Odisha Halchal

Leave a Comment