19 C
Bhubaneswar
Friday, December 4, 2020
No menu items!
Home ମୁଖ୍ୟ ଖବର ଏଣିକି ମାସ୍କ ନପିନ୍ଧିଲେ ୨ ହଜାର ଫାଇନ

ଏଣିକି ମାସ୍କ ନପିନ୍ଧିଲେ ୨ ହଜାର ଫାଇନ

ନୂଆଦିଲ୍ଲୀ: ଦେଶର ଅନେକ ସ୍ଥାନରେ କରୋନାର ଦ୍ୱିତୀୟ ଲହରୀ ଆରମ୍ଭ ହେବାରେ ଲାଗିଲାଣି। ଏହାରି ମଧ୍ୟରେ ଦିଲ୍ଲୀରେ ମଧ୍ୟ କରୋନା ସଂକ୍ରମଣ ଓ ମୃତ୍ୟୁ ହାର ବଢିଚାଲିଛି। ଦିଲ୍ଲୀରେ ଏଣିକି ମାସ୍କ ନପିନ୍ଧିଲେ ୨୦୦୦ ଟଙ୍କା ଜୋରିମାନା ଦେବାକୁ ପଡିବ।

ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ସେ କହିଛନ୍ତି ଯେ, ‘ ଏହା ପୂର୍ବରୁ ଜୋରିମାନା ୫୦୦ ଟଙ୍କା ଥିଲା। କିନ୍ତୁ ଅନେକ ଲୋକ ଆଜି ବି ମାସ୍କ ପିନ୍ଧୁନାହାନ୍ତି। ସେଥିପାଇଁ ଆମେ ଜୋରିମାନାକୁ ୨୦୦୦ ଟଙ୍କାକୁ ବୃଦ୍ଧି କରିଛୁ।’

ତେବେ ଦିଲ୍ଲୀରେ ଆଜି କରୋନାରେ ୧୩୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ହଜାର ୪୮୬ ନୂଆ ସଂକ୍ରମିତ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Most Popular

ଶନିବାର ରାଶିଫଳ…

ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ବ୍ୟବସାୟରେ ଉନ୍ନତି ଓ ବ୍ୟବସାୟ ସମ୍ପ୍ରସାରଣ କରିବାରେ ଧ୍ୟାନ ଦେବେ । ପରିବହନ ବ୍ୟବସାୟରେ ଆଜି ଅଧିକ ଆୟ...

୧୫ରେ ନୂଆ ଭୋଟର ତାଲିକା

ଭୁବନେଶ୍ୱର: ଜାନୁଆରୀ ୧୫ରେ ପ୍ରକାଶ ପାଇବ ୨୦୨୧ ପାଇଁ ନୂଆ ଭୋଟର ତାଲିକା । ଭୋଟ ପରିଚୟ ପତ୍ର ସଂଶୋଧନକୁ ନେଇ ଆୟାଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ...

ପରୀ ହତ୍ୟା ଘଟଣା: ନୟାଗଡ଼ ଏସପିଙ୍କୁ ସମନ

ଭୁବନେଶ୍ୱର: ନୟାଗଡ଼ର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡ ମାମଲାରେରେ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ ନୟାଗଡ଼ ଏସପିଙ୍କୁ ସମନ କରିଥିବା ଜଣାଯାଇଛି। ସୂଚନା ଅନୁସାରେ, ପରୀ ହତ୍ୟାକାଣ୍ଡ ନେଇ ଏନସିପିସିଆର ନୟାଗଡ଼ ଏସପିଙ୍କ...

ସତ ମାନିଲେ ଆକାଶ

ଭୁବନେଶ୍ୱର: ଆଇଏଫଏସ ଅଫିସର ଅଭୟ ପାଠକ ଓ ପୁଅ ଆକାଶ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତନାଘନା ଜାରି ରହିଛି। ଭିଜିଲାନ୍ସ ଜେରା କଲାବେଳେ ସତ ଓଗାଳିଛନ୍ତି ଆକାଶ। ଟାଟା...

Recent Comments