Tuesday, August 9, 2022
Homeଓଡ଼ିଶା ଖବରଓଡ଼ିଆ ଗାୟିକା ନିର୍ମଳା ମିଶ୍ରଙ୍କ ପରଲୋକ

ଓଡ଼ିଆ ଗାୟିକା ନିର୍ମଳା ମିଶ୍ରଙ୍କ ପରଲୋକ

ଓଡ଼ିଆ ଗାୟିକା ନିର୍ମଳା ମିଶ୍ର ଙ୍କ ପରଲୋକ । ୮୧ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । କୋଲକାତାର ଚେତଲା ଅଞ୍ଚଳରେ ଥିବା ତାଙ୍କ ବାସଭବନରେ ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଛି ।

ନିର୍ମଳା ମିଶ୍ର ଓଡ଼ିଆ ସିନେଜଗତର ଜଣେ ଲୋକପ୍ରିୟ ଗାୟିକା ଥିଲେ। ତାଙ୍କ ବିୟୋଗରେ ସଙ୍ଗୀତଜଗତରେ ଶୋକର ଛାୟା ଖେଳିଯାଇଛି।

ତାଙ୍କର ଜନପ୍ରିୟ ଗୀତ ମଧ୍ୟରେ ନିଦଭରା ରାତି ମଧୁଝରା ଜହ୍ନ, ମୋ ମନର ବୀଣାର ତାରେଟ୍ଟ, ଜୀବନ ଯମୁନାରେ ଜୁଆର ଉଠେରେ., ମାୟା ଘେରା ମଧୁବନେ ଯା ଯାରେ ଯା ମନପବନ ନଉକା, ମାୟାବିନି ଏଇ ରାତିଟ୍ଟ, ନା ମାରନାଟ୍ଟ., ଛାଡ଼ ଛାଡ଼ ମୋର ଅଞ୍ଚଳ, ହେମହାରିଣୀ ମଥାରମଣି, ପରଦେଶୀ ବନ୍ଧୁ ତୁମେ ଯିବ ଉଡ଼ି ଉଡ଼ିକି।

RELATED ARTICLES

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.

- Advertisment -spot_img

ଲୋକପ୍ରିୟ ଖବର