ଓଡ଼ିଶା ଖବରନ୍ୟୁଜ୍

ଓଡ଼ିଆ ଗାୟିକା ନିର୍ମଳା ମିଶ୍ରଙ୍କ ପରଲୋକ

ଓଡ଼ିଆ ଗାୟିକା ନିର୍ମଳା ମିଶ୍ରଙ୍କ ପରଲୋକ

ଓଡ଼ିଆ ଗାୟିକା ନିର୍ମଳା ମିଶ୍ର ଙ୍କ ପରଲୋକ । ୮୧ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । କୋଲକାତାର ଚେତଲା ଅଞ୍ଚଳରେ ଥିବା ତାଙ୍କ ବାସଭବନରେ ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଛି ।

ନିର୍ମଳା ମିଶ୍ର ଓଡ଼ିଆ ସିନେଜଗତର ଜଣେ ଲୋକପ୍ରିୟ ଗାୟିକା ଥିଲେ। ତାଙ୍କ ବିୟୋଗରେ ସଙ୍ଗୀତଜଗତରେ ଶୋକର ଛାୟା ଖେଳିଯାଇଛି।

ତାଙ୍କର ଜନପ୍ରିୟ ଗୀତ ମଧ୍ୟରେ ନିଦଭରା ରାତି ମଧୁଝରା ଜହ୍ନ, ମୋ ମନର ବୀଣାର ତାରେଟ୍ଟ, ଜୀବନ ଯମୁନାରେ ଜୁଆର ଉଠେରେ., ମାୟା ଘେରା ମଧୁବନେ ଯା ଯାରେ ଯା ମନପବନ ନଉକା, ମାୟାବିନି ଏଇ ରାତିଟ୍ଟ, ନା ମାରନାଟ୍ଟ., ଛାଡ଼ ଛାଡ଼ ମୋର ଅଞ୍ଚଳ, ହେମହାରିଣୀ ମଥାରମଣି, ପରଦେଶୀ ବନ୍ଧୁ ତୁମେ ଯିବ ଉଡ଼ି ଉଡ଼ିକି।

Related posts

ପଣା ସଂକ୍ରାନ୍ତି ଉପଲକ୍ଷେ ଟ୍ରାକ୍ଟର ମାଲିକଙ୍କ ତରଫରୁ ଜଳଛତ୍ର

Odisha Halchal

ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା

Odisha Halchal

ଅଜଣା ବ୍ୟକ୍ତି ଙ୍କ ସବ ଉଦ୍ଧାର

Odisha Halchal

Leave a Comment