କମିଶନରେଟ ପୋଲିସ ପଞ୍ଝାରେ ଦୁଇ କୁଖ୍ୟାତ ଲୁଟେରା

0
43
କମିଶନରେଟ ପୋଲିସ ପଞ୍ଝାରେ ଦୁଇ କୁଖ୍ୟାତ ଲୁଟେରା
କମିଶନରେଟ ପୋଲିସ ପଞ୍ଝାରେ ଦୁଇ କୁଖ୍ୟାତ ଲୁଟେରା

କମିଶନରେଟ ପୋଲିସ ପଞ୍ଝାରେ ଦୁଇ କୁଖ୍ୟାତ ଲୁଟେରା । ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଜବତ । ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ସେମାନଙ୍କୁ ପଚରାଉଚରା କରୁଛି ପୋଲିସ ।

ଖବର ଅନୁଯାୟୀ, ବିଭିନ୍ନ ସ୍ଥାନରୁ ଲୋକଙ୍କଠାରୁ ଟଙ୍କା ଓ ସୁନା ଗହଣା ଲୁଟ୍ କରୁଥିଲେ ଲୁଟେରା । ଏନେଇ ପୋଲିସ ନିକଟରେ ବାରମ୍ବାର ଅଭିଯୋଗ ହୋଇଆସୁଥିଲା । ଗତ କିଛି ଦିନ ହେଲା ପୋଲିସ ଲଗାତର ଭାବେ ଏହି ଲୁଟେରାଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା ।

ଶେଷରେ ଦୁଇ ଜଣ କୁଖ୍ୟାତ ଲୁଟେରାଙ୍କୁ କାବୁ କରିଛି କମିଶନରେଟ୍ ପୋଲିସ । ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଜବତ କରିଛି ପୋଲିସ ।

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.