ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

କେମିତି ଦେଖିବେ ମାଟ୍ରିକ୍ ବୋର୍ଡ ରେଜଲ୍ଟ,

କେମିତି ଦେଖିବେ ମାଟ୍ରିକ୍ ବୋର୍ଡ ରେଜଲ୍ଟ,

କେମିତି ଦେଖିବେ ମାଟ୍ରିକ୍ ବୋର୍ଡ ରେଜଲ୍ଟ,ଏହି ନମ୍ବରକୁ ପଠାଇବେ ରୋଲ ନମ୍ବର ଆସନ୍ତା ଜୁଲାଇ ୬ ଦିନ ୧ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ମାଟ୍ରିକ ରେଜଲ୍ଟ www.bseodisha.ac.inରେ ଉପଲବ୍ଧ ହେବ ।

ପରୀକ୍ଷାର୍ଥୀ ମାନେ ମଧ୍ୟ ନିଜର ମୋବାଇଲ ରୁ OR10 ଏବଂ ନିଜର ରୋଲ ନମ୍ବର କୁ ଟାଇପ କରି 5676750 କୁ ପଠାଇଲେ ଫଳାଫଳ ଜାଣିହେବ ବୋଲି ବୋର୍ଡ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୬ ତାରିଖ ଦିନ ୧ଟା ବେଳେ ପ୍ରକାଶ ପାଇବ ରେଜଲ୍ଟ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ସୂଚନା ଅନୁସାରେ, ମାର୍ଚ୍ଚ ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୧୦ ତାରିଖରେ ଶେଷ ହୋଇଥିଲା । ଚଳିତ ବର୍ଷ ୫ ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଥିଲେ ।ସେହିପରି ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ ଜେକ୍ଟିଭ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା ।

Related posts

କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ

Odisha Halchal

ସେଲଫି ନେଵା ହେଲା ପିଲାଙ୍କ କାଳ

Odisha Halchal

ସାମ୍ପୁ ବ୍ୟବହାର କରୁଥିଲେ ହୋଇଯାଆନ୍ତୁ ସାବଧାନ

Odisha Halchal

Leave a Comment