ଚନ୍ଦାହାଣ୍ଡି ଘାଟିରେ ଦୁର୍ଘଟଣା, ଓଲଟିଲା ବାଜା ପାର୍ଟି ପିକଅପ୍‌ ଗାଡ଼ି, ୯ ଗୁରୁତର

0
61
ଚନ୍ଦାହାଣ୍ଡି ଘାଟିରେ ଦୁର୍ଘଟଣା, ଓଲଟିଲା ବାଜା ପାର୍ଟି ପିକଅପ୍‌ ଗାଡ଼ି, ୯ ଗୁରୁତର
ଚନ୍ଦାହାଣ୍ଡି ଘାଟିରେ ଦୁର୍ଘଟଣା, ଓଲଟିଲା ବାଜା ପାର୍ଟି ପିକଅପ୍‌ ଗାଡ଼ି, ୯ ଗୁରୁତର

ନବରଙ୍ଗପୁର ଜିଲ୍ଲା ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଦୁର୍ଘଟଣା । ଏକ ବାଜା ପାର୍ଟି ପିକଅପ୍ ଗାଡ଼ି ଓଲଟି ପଡ଼ିବାରୁ ୯ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି l

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.