ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ

0
44
ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ
ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ

ଜୁଲାଇ ୨ରୁ ଆରମ୍ଭ ହେବା ବିଧାନସଭା ମୌସୁମୀ ଅଧିବେଶନ । ଜୁଲାଇ ୨ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନର ପ୍ରଥମ ଦିନ ଜୁଲାଇ ୨ ତାରିଖରେ ଉପସ୍ଥାପନ ହେବ ବଜେଟ ।

ସେପଟେ ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବରିଷ୍ଠ ବିଧାୟକ ବିକ୍ରମ କେଶରୀ ଆରୁଖ । ବିଧାନସଭା ସଚିବଙ୍କ ନିକଟରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ହେବା ଏକ ପ୍ରକାର ନିଶ୍ଚିତ ଅଟେ ।

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.