19 C
Bhubaneswar
Saturday, January 16, 2021
No menu items!
Home ଜୀବନଚର୍ଯ୍ୟା ତ୍ୱଚା ପାଇଁ ଉପକାରୀ ପୋଦିନା ପତ୍ର

ତ୍ୱଚା ପାଇଁ ଉପକାରୀ ପୋଦିନା ପତ୍ର

ଦୈନନ୍ଦିନର ବ୍ୟସ୍ତବହୁଳ ଜୀବନରେ ଲୋକମାନଙ୍କୁ ନିଜର ତ୍ୱଚାର ଯତ୍ନ ନେବାକୁ ସମୟ ମିଳୁନାହିଁ। ଏହି କାରଣ ଯୋଗୁଁ ଦାଗ, ବ୍ରଣ ସଭିଁଙ୍କ ପାଇଁ ବିରାଟ ସମସ୍ୟା ପାଲଟିଛି। କିନ୍ତୁ ଆପଣ ନିଜ ପାଇଁ ସ୍ୱଳ୍ପ ସମୟ ଦେଇ ଆପଣ ସାଧାରଣ ଘରୋଇ ଉପାୟରେ ଏହି ସମସ୍ୟାରୁ ମୁକ୍ତି ପାଇପାରିବେ। ଆସନ୍ତୁ ପୁଦିନା ପତ୍ରର ଉପକାରିତା ବିଷୟରେ ଜାଣିବା…

-ପୁଦିନା ପତ୍ରରେ ଆଣ୍ଟି ଫଙ୍ଗଲ ଓ ଆଣ୍ଟି ବ୍ୟାକ୍ଟେରିଅଲ ଗୁଣ ରହିଛି । ତେଣୁ ଏହାକୁ ମୁହଁରେ ଲଗାଇବା ଦ୍ୱାରା ମୁହଁରୁ ସମସ୍ତ କ୍ଷତିକାରକ ପଦାର୍ଥ ବାହାର କରିଦେଇଥାଏ । ଫଳରେ ମୁହଁର ସୁନ୍ଦରତା ବଜାୟ ରହିଥାଏ ।

-ପୁଦିନା ପତ୍ରରେ ଭିଟାମିନ ସି ଓ ଆଇରନ ରହିଛି । ଏହାକୁ ମୁହଁରେ ଲଗାଇବା ଦ୍ୱାରା ଏହା ମୁହଁର କଳାଦାଗ ଦୂର କରିବା ସହ ମୁହଁ ପାଇଁ କ୍ଷତିକାରକ ହୋଇନଥାଏ । ତେଣୁ ପୁଦିନା ପତ୍ରର ପେଷ୍ଟ ପ୍ରସ୍ତୁତ କରି ଏହାକୁ ମୁହଁରେ ଲଗାନ୍ତୁ ।

-ପୁଦିନା ପତ୍ରରେ ଆଣ୍ଟିସେଫଟିକ ଗୁଣ ରହିଛି । ଯାହା ଫଳରେ ଏହା ମୁହଁର ମୃତକୋଷିକା ଗୁଡ଼ିକୁ ଦୂର କରିଥାଏ । ଫଳରେ ମୁହଁର ଚମକ ବଢିଥାଏ ।

-ମୁହଁରେ କୌଣସି ପ୍ରକାରର ଦାଗ ହୋଇଥିଲେ କିମ୍ବା କୁଣ୍ଡାଇ ହେଲେ ପୁଦିନା ପତ୍ର ଏହି ସମସ୍ୟା ଦୂର କରିଥାଏ ।

LEAVE A REPLY

Please enter your comment!
Please enter your name here

Most Popular

ରବିବାରର ରାଶିଫଳ…

ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଏକାଦଶ ଚନ୍ଦ୍ର ହେତୁ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି କିମ୍ବ ଅନ୍ୟକୁ ଦେଇଥିବା...

କୋଭିଡ 19 ଟିକାକରଣ କେନ୍ଦ୍ର ଭାବରେ ଉତ୍କଳ ହସ୍ପିଟାଲ ମନୋନୀତ

ଭୁବନେଶ୍ୱର: ଦେଶବ୍ୟାପୀ କୋଭିଡ ଟୀକାକରଣ ଅଭିଯାନ ଆରମ୍ଭ ହୋଇଥିବା ବେଳେ ଏହାର ଅଂଶ ବିଶେଷ ଭାବରେ ଟିକିରୀର ଉସାପଡା ସ୍ଥିତ ଉତ୍କଳ ହସ୍ପିଟାଲକୁ ରାୟଗଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଟିକିରି ଅଞ୍ଚଳ ପାଇଁ...

ରାଜ୍ୟକୁ ଫେରିଲା ଶୀତ

ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ । ମକର ପରେ ପୁଣି ଥରେ ଥଣ୍ଡା ଅନୁଭୂତ ହୋଇଛି । ଗତକାଲି ୯ଟି ସହରରେ ପାରଦ ୧୧ଡିଗ୍ରୀ ସେଲସିୟସ୍ ତଳେ ରହିଥିଲା । ଫୁଲବାଣୀରେ ୬...

ରାଜ୍ୟରେ ଆରମ୍ଭ ହୋଇଛି ଟୀକାକରଣ: ଫିଡ଼ବ୍ୟାକ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି କରୋନା ଟିକାକରଣ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣର ଶୁଭାରମ୍ଭ ହୋଇଛି । ପ୍ରଥମେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଟିକା ନେଇଛନ୍ତି । ଏହାପରେ ସେ...

Recent Comments