27.1 C
Bhubaneswar
Wednesday, September 29, 2021
No menu items!
Home ଜୀବନଚର୍ଯ୍ୟା ଧଳା କେଶକୁ କିପରି କରିବେ କଳା

ଧଳା କେଶକୁ କିପରି କରିବେ କଳା

ଆଜିକାଲି କମ୍ ବୟସ ପିଲାଙ୍କର କେଶ ଧଳା ହେବାରେ ଲାଗିଛି । ଏନେଇ କେଶର ସଠିକ ଯତ୍ନ ନେବା ନିହାତି ଆବଶ୍ୟକ । ଭୁଲ ଖାଦ୍ୟପେୟ , ପ୍ରଦୂଷଣ କାରଣରୁ ସାଧାରଣତଃ କମ ବୟସରେ କେଶର ରଙ୍ଗ ଧଳା ହୋଇଥାଏ । ଯଦି ଆପଣ ବି ଧଳା କେଶକୁ ନେଇ ଚିନ୍ତିତ ଅଛନ୍ତି ତେବେ ବ୍ୟସ୍ତ ହୁଅନ୍ତୁ ନାହିଁ । ଧଳା କେଶକୁ କଳା କରିବା ପାଇଁ ଆପଣ ଦେଶୀ ଘିଅକୁ ବ୍ୟବହାର କରିପାରିବେ । ତେବେ ଆସନ୍ତୁ ଜାଣିବା ଏହାର ବ୍ୟବହାର..

– ଘିଅରେ ଅଳ୍ପ ବାଦାମ ତେଲ ମିଶାଇ କେଶ ମୂଳରେ ମାଲିସ କରନ୍ତୁ । ୧୫ ମିନିଟ ରଖିବା ପରେ ଗୋଲାପ ଜଳ ବ୍ୟବହାର କରି ଧୋଇ ଦିଅନ୍ତୁ । ଏପରି କରିବା ଦ୍ୱାରା କେଶ କଳା, ନରମ ହୋଇଥାଏ ।

– ପ୍ରଥମେ ଘିଅକୁ ୧୦ ମିନିଟ କେଶ ମୂଳରେ ମାଲିସ କରନ୍ତୁ । ଏହାପରେ ଲେମ୍ବୁ ରସ ଲଗାଇ କିଛି ସମୟ ରଖନ୍ତୁ । ଏହାପରେ ଧୋଇ ଦିଅନ୍ତୁ । ଏପରି କିଛି ଦିନ ଲଗାତାର କରିବା ଦ୍ୱାରା କେଶର ଧଳା ରଙ୍ଗ କଳା ହୋଇଥାଏ । ଏହାସହ ମସ୍ତିଷ୍କରେ ରକ୍ତ ସଞ୍ଚାଳନ ମଧ୍ୟ ସଠିକ ହୋଇଥାଏ ।

– ଲଗାତାର ୧୫ ଦିନ କେଶ ମୂଳରେ ଦେଶୀ ଘିଅ ମାଲିସ କରିବା ଦ୍ୱାରା ଦୁଇ ମୁହଁ ବିଶିଷ୍ଟ କେଶ ସମସ୍ୟା ମଧ୍ୟ ଦୂର ହୋଇଥାଏ ।

– କେଶରେ ଦେଶୀ ଘିଅ ବ୍ୟବହାର କରିବା ଦ୍ୱାରା କେଶ ମୂଳ ମଜଭୂତ ହୋଇଥାଏ । କେଶର ଚମକ ମଧ୍ୟ ବୃଦ୍ଧି ପାଇଥାଏ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଲ୍ୟାଣ୍ଡଫଲ କଲା ବାତ୍ୟା“ଗୁଲାବ” ତିନି ଘଣ୍ଟା ଧରି ଚାଲିବ ପ୍ରକ୍ରୀୟା

ଆନ୍ଧ୍ରପ୍ରଦେଶର କାଲିଙ୍ଗପାଟନମ୍ ଏବଂ ଓଡିଶାର ଗୋପାଳପୁର ମଧ୍ୟରେ ବାତ୍ୟା “ଗୁଲାବ” ଲ୍ୟାଣ୍ଡଫଲ ପ୍ରକ୍ରୀୟା ଆରମ୍ଭ କରିଛି। ଏହି ଅବତରଣ ପ୍ରକ୍ରିୟା ତିନି ଘଣ୍ଟା ଧରି ଚାଲିବ ବୋଲି ଭାରତ ପାଣିପାଗ ବିଭାଗ ଡିଜି...

ଗୁଣିଗାରେଡ଼ି ସନ୍ଦେହରେ ଗଲା କାଟି ହତ୍ୟା

ମାଲକାନଗିରି 🙁 ରିପୋର୍ଟ- କ୍ରିଷ୍ଣପଦୋ ରାୟ) କାଲିମେଳା ବ୍ଲକ ଅନ୍ତର୍ଗତ ଏମ:ଭି ୭୯ ଥାନା ଅଧିନସ୍ଥ କୋଟମେଟଲା ଗ୍ରାମ ରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ବିଳମ୍ବିତ ରାତିରେ ଗ୍ରାମର ସୁବା...

ସାମୁଦ୍ରିକ ଝଡ଼ ‘ଗୁଲାବ’ ସ୍ଥଳଭାଗ ଆଡ଼କୁ ଅଗ୍ରସର

ସାମୁଦ୍ରିକ ଝଡ଼ ‘ଗୁଲାବ’ ସ୍ଥଳଭାଗ ଆଡ଼କୁ ଅଗ୍ରସର ହେଉଛି । ଏହା ଗୋପାଳପୁର ଠାରୁ ରିପୋର୍ଟ ଲେଖାଯିବା ବେଳକୁ ୩୧୦ କିମି ଦୂରରେ ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର...

ରାଜ୍ୟ ସ୍ତରୀୟ ମାଟିଲଗ୍ନା ଛାତ୍ର ମେଧା ସମ୍ମାନ

ମାଲକାନଗିରି :-(ରିପୋର୍ଟ- କ୍ରିଷ୍ଣପଦୋ ରାୟ)ମାଆ, ମାତୃଭୂମି ଓ ମାତୃଭାଷାର ସୁରକ୍ଷା ପାଇଁ ଗତ ଏକ ବର୍ଷ ଧରି ଓଡ଼ିଶାର ଗ୍ରାମାଞ୍ଚଳରୁ ସହରାଞ୍ଚଳ ପର୍ଯ୍ୟନ୍ତ ପ୍ରଚାର ପ୍ରସାର ପାଇଁ ଅଣ୍ଟା ଭିଡିଥିବା ମାଟିଲଗ୍ନା ସାହିତ୍ୟ...

Recent Comments