ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ବନ୍ଧାହେଲେ ଅବସର ପ୍ରାପ୍ତ ସେନା କର୍ମଚାରୀ

0
54
ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ବନ୍ଧାହେଲେ ଅବସର ପ୍ରାପ୍ତ ସେନା କର୍ମଚାରୀ
ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ବନ୍ଧାହେଲେ ଅବସର ପ୍ରାପ୍ତ ସେନା କର୍ମଚାରୀ

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ । ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଛି । ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ବରମପୁର ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି ।

ଖବର ଅନୁଯାୟୀ, ନାବାଳାକିଙ୍କୁ ସେହି ଅଞ୍ଚଳ ଜଣେ ୬୨ ବର୍ଷୀୟ ଅବସରପ୍ରାପ୍ତ ସେନା କର୍ମଚାରୀ ଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଛି । ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା ।

ପରେ ଘଟଣାର ତଦନ୍ତ କରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି । ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.