Sunday, October 2, 2022
Homeଅପରାଧନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ୬୫ବର୍ଷର ବୃଦ୍ଧ ଗିରଫ

ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ୬୫ବର୍ଷର ବୃଦ୍ଧ ଗିରଫ

ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ୬୫ବର୍ଷର ବୃଦ୍ଧ ଗିରଫ । ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅଞ୍ଚଳରେ ଘଟିଛି ଏଭଳି ଘଟଣା ।ସୂଚନା ଅନୁସାରେ ଯେ, ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅଞ୍ଚଳରେ ୧୨ବର୍ଷ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ୬୫ବର୍ଷ ବୟସ୍କ ବୃଦ୍ଧ ଗିରଫ ।

ନାବାଳିକା ଜଣଙ୍କ ଛେଳି ଚରାଇବାକୁ ଜଙ୍ଗଲକୁ ଯିବା ସମୟରେ ବୃଦ୍ଧ ଜଣଙ୍କ ବାରମ୍ବାର ଦୁଷ୍କର୍ମ କରିଥିଲେ । ଫଳରେ ନାବାଳିକା ଜଣଙ୍କ ଗର୍ଭବତୀ ହୋଇଥିଲେ । ପରେ ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.

- Advertisment -spot_img

ଲୋକପ୍ରିୟ ଖବର