Tuesday, August 9, 2022
Homeଅପରାଧପପୁ ପମ୍‌ପମ୍‌ଙ୍କୁ କ୍ଲିନ୍‌ଚିଟ୍‌, ନିର୍ଦ୍ଦୋଷ ରାୟ ଦେଲେ ପକ୍ସୋ କୋର୍ଟ

ପପୁ ପମ୍‌ପମ୍‌ଙ୍କୁ କ୍ଲିନ୍‌ଚିଟ୍‌, ନିର୍ଦ୍ଦୋଷ ରାୟ ଦେଲେ ପକ୍ସୋ କୋର୍ଟ

ବହୁ ଚର୍ଚ୍ଚିତ କାଷ୍ଟିଂ କାଉଚ୍‌ ମାମଲା । ଅଭିନେତା ପପୁ ପମ୍‌ପମ୍‌ ନିର୍ଦ୍ଦେଶ । ରାୟ ଶୁଣାଇଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ୨୦୧୬ରେ ଜଣେ ନାବାଳିକାଙ୍କୁ ଆଣିଥିଲେ ଅଭିଯୋଗ ।

ଖବର ଅନୁଯାୟୀ, ୨୦୧୬ରେ ଜଣେ ନାବାଳିକାଙ୍କୁ ଫିଲ୍ମରେ ରୋଲ୍‌ ଦେବାକୁ ଅସଦାଚରଣ କରିଥିବା ଅଭିଯୋଗ ଆସିଥିଲା । ଯାହାକୁ ଆଧାର କରି ପପୁଙ୍କୁ ସେତେବେଳେ ଗିରଫ କରିଥିଲା ପୋଲିସ । ପରେ ମାମଲାର ତ୍ୱରିତ ଶୁଣାଣି ପାଇଁ ସ୍ୱତନ୍ତ୍ର ପକ୍ସୋ କୋର୍ଟରେ ହୋଇଥିଲା । ଆଉ ଏବେ ଏହି ମାମଲାରୁ ଶୁଣାଣି କରି ରାୟ ଶୁଣାଇଛନ୍ତି ମାନ୍ୟବର କୋର୍ଟ ।

ତେବେ ୨୦୧୬ରେ ଏହି ଚର୍ଚ୍ଚିତ କାଷ୍ଟିଂ କାଉଚ୍‌ ମାମଲାରେ ଅଭିନେତା ପପୁ ପମ୍‌ପମ୍‌ଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି । ଏହାସହିତ ତାଙ୍କ ସହଯୋଗୀ ଗିଟୁ ମଧ୍ୟ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ।

RELATED ARTICLES

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.

- Advertisment -spot_img

ଲୋକପ୍ରିୟ ଖବର