Wednesday, October 5, 2022
Homeଓଡ଼ିଶା ଖବରବିଜେଡି ଖାତାରେ ବୌଦ୍ଧ ଏନ୍‌ଏସି, କବ୍‌ଜା କଲା ୧୬ଟି ଆସନ

ବିଜେଡି ଖାତାରେ ବୌଦ୍ଧ ଏନ୍‌ଏସି, କବ୍‌ଜା କଲା ୧୬ଟି ଆସନ

ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଭୋଟ ଗଣତି ଶେଷ । ୧୭ଟି ଆସନରେ ମଧ୍ୟରୁ ବିଜେଡି ୧୬ଟି ବିଜୟୀ ହୋଇଥିବା ବେଳେ ବିଜେପି ଗୋଟିଏ ଆସନରେ ବିଜୟୀ ହୋଇଛି ।

ସେହିପରି ବିଜେଡି ଖାତାକୁ ଯାଇଛି ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ପଦ । ବିଜେଡି ମୃତ୍ୟୁଞ୍ଜୟ ମିଶ୍ର ୧୩୪୦ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି । ବିଜେଡି ପ୍ରାର୍ଥୀ ୪୮୮୧ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ୩୦୦୦ ଭୋଟ ପାଇଛନ୍ତି । ବାକି କଂଗ୍ରେସ ୩୫୪୧ ଖଣ୍ଡ ଭୋଟ ପାଇଥିବା ବେଳେ ସ୍ୱାଧୀନ ପ୍ରାର୍ଥୀ ୧୧୭ ଖଣ୍ଡ ଭୋଟ ପାଇଛନ୍ତି ।

RELATED ARTICLES

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.

- Advertisment -spot_img

ଲୋକପ୍ରିୟ ଖବର