29.1 C
Bhubaneswar
Saturday, October 16, 2021
No menu items!
Home ମୁଖ୍ୟ ଖବର ବିନା ଭକ୍ତରେ ହେବ ଚଳିତ ବର୍ଷର ରୁକୁଣା ରଥଯାତ୍ରା

ବିନା ଭକ୍ତରେ ହେବ ଚଳିତ ବର୍ଷର ରୁକୁଣା ରଥଯାତ୍ରା

ଭୁବନେଶ୍ୱର : ଚଳିତବର୍ଷ ବିନା ଭକ୍ତରେ ଗଡ଼ିବ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ । ଏନେଇ ବିଏମସି ପକ୍ଷରୁ ଅନୁମତି ଦିଆଯାଇଛି । ଅଶୋକାଷ୍ଟମୀରେ ହେବାକୁ ଥିବା ରୁକୁଣା ରଥ ଯାତ୍ରାରେ କୌଣସି ଶ୍ରଦ୍ଧାଳୁ ସାମିଲ୍ ହେବେ ନାହିଁ । କେବଳ ସେବାୟତଙ୍କୁ ନେଇ ରୁକୁଣା ରଥ ଯାତ୍ରା ସମ୍ପନ୍ନ ହେବ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି । ଏନେଇ ନିର୍ଦ୍ଦେଶାବଳୀ ଜାରି କରିଛି ବିଏମସି ।

ରଥ ଟଣା ପୂର୍ବରୁ ମନ୍ଦିର କର୍ତ୍ତୃପକ୍ଷ ବିଏମସି ସହଯୋଗରେ ରଥକୁ ସାନିଟାଇଜ୍ କରିବେ । ରଥ ଯାତ୍ରାର ୪୮ ଘଣ୍ଟା ପୂର୍ବରୁ ସମସ୍ତ ସେବାୟତଙ୍କର ବାଧ୍ୟତାମୂଳକ କରୋନା ଆରଟି-ପିସିଆର୍ ଟେଷ୍ଟ କରାଯିବ । କେବଳ ନେଗେଟିଭ୍ ରିପୋର୍ଟ ଆସିଥିବା ସେବାୟତ ରୁକୁଣା ରଥ ଯାତ୍ରାରେ ସାମିଲ୍ ହୋଇପାରିବେ । କୋଭିଡ୍ ନେଗେଟିଭ୍ ଚିହ୍ନଟ ସେବାୟତ ମୁହଁରେ ମାସ୍କ ପିନ୍ଧି ରଥ ଟାଣିବେ । ଯାତ୍ରା ସମୟରେ ସାମାଜିକ ଦୂରତା ରକ୍ଷା କରିବେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଫେସ୍‌ବୁକ୍‌, ଇନଷ୍ଟାଗ୍ରାମ, ହ୍ୱାଟସ୍‌ଆପ୍ ଓ ମ୍ୟାସେଞ୍ଜର ୬ ଘଣ୍ଟା ପର୍ଯ୍ୟନ୍ତ ଡାଉନ୍ ରହିବା ପରେ ପୁଣି କାମ କରୁଛି

ଫେସ୍‌ବୁକ୍‌, ଇନଷ୍ଟାଗ୍ରାମ, ହ୍ୱାଟସ୍‌ଆପ୍ ଓ ମ୍ୟାସେଞ୍ଜର ପୁଣି କାମ କରୁଛି । କିଛି ଘଣ୍ଟା ପାଇଁ ଏହା ଡାଉନ୍ ରହିବା ପରେ ଗୋଟିକ ପରେ ଗୋଟିଏ ସେବା ପୁଣି ଥରେ ଆରମ୍ଭ ହୋଇଯାଇଛି...

ପଣ୍ଡରାପଥର ଠାରେ ଗାନ୍ଧୀ ଜୟନ୍ତୀ ପାଳନ

ନୂଆପଡା :-(ରିପୋର୍ଟ -ତେଜୁରାମ ନାଏକ ସହ ଘନଶ୍ୟାମ ନାଏକ)କୋମନା ବ୍ଲକ ଓ ସିନାପାଲି ବ୍ଲକ ଅନ୍ତର୍ଗତ MTSC, ପଣ୍ଡରାପଥର ଓ ରାଜଶ୍ରୀ ପବ୍ଲିକ ସ୍କୁଲ, ସିନାପାଲି ଠାରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି....

ଲକ୍ଷ୍ୟାଧିକ ଟଙ୍କାର ସାଗୁଆନ କାଠ ଜବତ, ଦୁଇ ଗିରଫ

ମାଲକାନଗିରି:-(ରିପୋର୍ଟ- କ୍ରିଷ୍ଣପଦୋ ରାୟ) ବନ ବିଭାଗ ହାତରେ ଧରାପଡିଲେ କାଠ ମାଫିଆ । ଜବତ ହେଲା ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ । ମାଲକାନଗିରି ଜିଲ୍ଲାରେ ଏପରି ଘଟଣା ବାରମ୍ବାର ଘଟୁଥିଲେ ହେଁ...

ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା 2 ମୃତ

ରାୟଗଡା :-(ରିପୋର୍ଟ -କାଁହୁଚରଣ ପାଢ଼ୀ) ଗୁଣୁପୁର ଥାନା ଅନ୍ତର୍ଗତ ଲିମାମେଡା ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣା ରେ 2 ଜଣ ବ୍ୟକ୍ତିଙ୍କ ଶୋଚନୀୟ ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ଦୁର୍ଘଟଣା...

Recent Comments