25.1 C
Bhubaneswar
Saturday, October 16, 2021
No menu items!
Home ମୁଖ୍ୟ ଖବର ଅପରାଧ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଜୋରଦାର ଗୁଳି ବିନିମୟ

ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଜୋରଦାର ଗୁଳି ବିନିମୟ

ମାଲକାନଗିରି :-(ରିପୋର୍ଟ -କ୍ରିଷ୍ଣାପଦ ରାୟ) ମାଥିଲି ଥାନା ଅଧିନସ୍ଥ ତୁଳସୀ ପାହାଡ ଅଞ୍ଚଳରେ ଥିବା କୀର୍ମିତି ଓ ଚାନ୍ଦିମେଟା ଗାଁ ଅଧୀନସ୍ତ ଜଙ୍ଗଲରେ ଡି ବି ଏଫ ଓ ଏସ ଓ ଜି ଜବାନ ମାନେ କୁମିଙ୍ଗ କରୁଥିବା ସମୟରେ ମାଓବାଦୀ ମାନେ ଏହି ଜବାନ ମାନଙ୍କୁ ଦେଖି ଗୁଳିଚାଳନ କରିଥିଲେ ।

ଏହାପରେ ଜବାନ ମାନେ ମଧ୍ୟ ପାଲଟା ଗୁଳିଚାଳନ କରିଥିଲେ । ଘଞ୍ଚ ଜଙ୍ଗଲ ଆଡରେ ମାଓବାଦୀ ମାନେ ପଛ ଘୁଞ୍ଚା ଦେଇ ପଳାଇ ଯାଇଥିଲେ। ତେବେ ବର୍ତମାନ ମଧ୍ୟ ସେହି ଅଂଚଳରେ କୁମିଙ୍ଗ ଚାଲିଥିବା ମାଲକାନଗିରି ଏସ ପି ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଫେସ୍‌ବୁକ୍‌, ଇନଷ୍ଟାଗ୍ରାମ, ହ୍ୱାଟସ୍‌ଆପ୍ ଓ ମ୍ୟାସେଞ୍ଜର ୬ ଘଣ୍ଟା ପର୍ଯ୍ୟନ୍ତ ଡାଉନ୍ ରହିବା ପରେ ପୁଣି କାମ କରୁଛି

ଫେସ୍‌ବୁକ୍‌, ଇନଷ୍ଟାଗ୍ରାମ, ହ୍ୱାଟସ୍‌ଆପ୍ ଓ ମ୍ୟାସେଞ୍ଜର ପୁଣି କାମ କରୁଛି । କିଛି ଘଣ୍ଟା ପାଇଁ ଏହା ଡାଉନ୍ ରହିବା ପରେ ଗୋଟିକ ପରେ ଗୋଟିଏ ସେବା ପୁଣି ଥରେ ଆରମ୍ଭ ହୋଇଯାଇଛି...

ପଣ୍ଡରାପଥର ଠାରେ ଗାନ୍ଧୀ ଜୟନ୍ତୀ ପାଳନ

ନୂଆପଡା :-(ରିପୋର୍ଟ -ତେଜୁରାମ ନାଏକ ସହ ଘନଶ୍ୟାମ ନାଏକ)କୋମନା ବ୍ଲକ ଓ ସିନାପାଲି ବ୍ଲକ ଅନ୍ତର୍ଗତ MTSC, ପଣ୍ଡରାପଥର ଓ ରାଜଶ୍ରୀ ପବ୍ଲିକ ସ୍କୁଲ, ସିନାପାଲି ଠାରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି....

ଲକ୍ଷ୍ୟାଧିକ ଟଙ୍କାର ସାଗୁଆନ କାଠ ଜବତ, ଦୁଇ ଗିରଫ

ମାଲକାନଗିରି:-(ରିପୋର୍ଟ- କ୍ରିଷ୍ଣପଦୋ ରାୟ) ବନ ବିଭାଗ ହାତରେ ଧରାପଡିଲେ କାଠ ମାଫିଆ । ଜବତ ହେଲା ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ । ମାଲକାନଗିରି ଜିଲ୍ଲାରେ ଏପରି ଘଟଣା ବାରମ୍ବାର ଘଟୁଥିଲେ ହେଁ...

ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା 2 ମୃତ

ରାୟଗଡା :-(ରିପୋର୍ଟ -କାଁହୁଚରଣ ପାଢ଼ୀ) ଗୁଣୁପୁର ଥାନା ଅନ୍ତର୍ଗତ ଲିମାମେଡା ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣା ରେ 2 ଜଣ ବ୍ୟକ୍ତିଙ୍କ ଶୋଚନୀୟ ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ଦୁର୍ଘଟଣା...

Recent Comments