27.1 C
Bhubaneswar
Wednesday, September 29, 2021
No menu items!
Home ମୁଖ୍ୟ ଖବର ଅପରାଧ ରହସ୍ୟ ଘେରରେ ମୃତକ

ରହସ୍ୟ ଘେରରେ ମୃତକ

କଟକ:-(ରିପୋର୍ଟ -ତୁଷାର ଜ୍ୟୋତି ନାୟକ)ମୃତ ଦେହ ଉଦ୍ଧାର,କିଶନ ନଗର ଥାନା ଅଧୀନ ସୋମପୁର ଅନ୍ତର୍ଗତ ମୂଖ୍ୟ ରାସ୍ତା କଡ଼ରେ ଟ୍ରକ୍ ହେଲ୍ପର ଅତୁଲ୍ୟ ମଲ ଙ୍କ ମୃତ ଦେହ ଉଦ୍ଧାର କରିଛି କିଶନ ନଗର ପୋଲିସ।

ରାତ୍ରୀ ପ୍ରାୟ ୨ଟା ସମୟରେ ବାଲି ବୋଝେଇ ହାୱା ଟ୍ରକ୍ ଡ୍ରାଇଭର ଓ ହେଲ୍ପର ବାଲି ଖାଲି କରୁଥିବା ସମୟରେ ବାଲି ତଳେ ହେଲ୍ପର ରହି ଯାଇଥିଲେ। ଘଟଣା ସ୍ଥଳରେ ତାଙ୍କର ମୃତ ହୋଇଥିବା ସୂଚନା ମିଳିଛି।

ଘଟଣା ସ୍ଥଳରେ କିଶନ ନଗର ପୋଲିସ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହ ଟ୍ରକ୍ ଡ଼୍ରାଇଭର ଓ ଗାଡି ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ କଟକ ଡାକ୍ତରଖାନା ପଠାଇଛି। ଅତୁଲ୍ୟ ମଲ ଙ୍କ ମୃତ କିଭଳି ହେଲା ଏହା ପଛର ରହସ୍ୟ ଜାଣିବା ପାଇଁ ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଲ୍ୟାଣ୍ଡଫଲ କଲା ବାତ୍ୟା“ଗୁଲାବ” ତିନି ଘଣ୍ଟା ଧରି ଚାଲିବ ପ୍ରକ୍ରୀୟା

ଆନ୍ଧ୍ରପ୍ରଦେଶର କାଲିଙ୍ଗପାଟନମ୍ ଏବଂ ଓଡିଶାର ଗୋପାଳପୁର ମଧ୍ୟରେ ବାତ୍ୟା “ଗୁଲାବ” ଲ୍ୟାଣ୍ଡଫଲ ପ୍ରକ୍ରୀୟା ଆରମ୍ଭ କରିଛି। ଏହି ଅବତରଣ ପ୍ରକ୍ରିୟା ତିନି ଘଣ୍ଟା ଧରି ଚାଲିବ ବୋଲି ଭାରତ ପାଣିପାଗ ବିଭାଗ ଡିଜି...

ଗୁଣିଗାରେଡ଼ି ସନ୍ଦେହରେ ଗଲା କାଟି ହତ୍ୟା

ମାଲକାନଗିରି 🙁 ରିପୋର୍ଟ- କ୍ରିଷ୍ଣପଦୋ ରାୟ) କାଲିମେଳା ବ୍ଲକ ଅନ୍ତର୍ଗତ ଏମ:ଭି ୭୯ ଥାନା ଅଧିନସ୍ଥ କୋଟମେଟଲା ଗ୍ରାମ ରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ବିଳମ୍ବିତ ରାତିରେ ଗ୍ରାମର ସୁବା...

ସାମୁଦ୍ରିକ ଝଡ଼ ‘ଗୁଲାବ’ ସ୍ଥଳଭାଗ ଆଡ଼କୁ ଅଗ୍ରସର

ସାମୁଦ୍ରିକ ଝଡ଼ ‘ଗୁଲାବ’ ସ୍ଥଳଭାଗ ଆଡ଼କୁ ଅଗ୍ରସର ହେଉଛି । ଏହା ଗୋପାଳପୁର ଠାରୁ ରିପୋର୍ଟ ଲେଖାଯିବା ବେଳକୁ ୩୧୦ କିମି ଦୂରରେ ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର...

ରାଜ୍ୟ ସ୍ତରୀୟ ମାଟିଲଗ୍ନା ଛାତ୍ର ମେଧା ସମ୍ମାନ

ମାଲକାନଗିରି :-(ରିପୋର୍ଟ- କ୍ରିଷ୍ଣପଦୋ ରାୟ)ମାଆ, ମାତୃଭୂମି ଓ ମାତୃଭାଷାର ସୁରକ୍ଷା ପାଇଁ ଗତ ଏକ ବର୍ଷ ଧରି ଓଡ଼ିଶାର ଗ୍ରାମାଞ୍ଚଳରୁ ସହରାଞ୍ଚଳ ପର୍ଯ୍ୟନ୍ତ ପ୍ରଚାର ପ୍ରସାର ପାଇଁ ଅଣ୍ଟା ଭିଡିଥିବା ମାଟିଲଗ୍ନା ସାହିତ୍ୟ...

Recent Comments