ରାଜଧାନୀରେ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ

0
54
ରାଜଧାନୀରେ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ
ରାଜଧାନୀରେ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ

ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ । ରାଜଧାନୀରେ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳର ଏକ ଘରୋଇ ଶିକ୍ଷାନୁଷ୍ଠାନର ସହକାରୀ ମହିଳା ପ୍ରଫେସର ଅଟନ୍ତି ।

ତେବେ ଉକ୍ତ ମହିଳା ପ୍ରଫେସରଙ୍କ ଘର ଛତିଶଗଡରେ । ସେଠାରେ ପ୍ରାଥମିକ ଏତଲା ମଧ୍ୟ କରିଛନ୍ତି । ଅଭିଯୁକ୍ତ ମହିଳାଙ୍କୁ ଦୁଷ୍କର୍ମ ସହ ବ୍ଲାକମେଲିଂ କରି ଟଙ୍କା ମାଗୁଥିବା ସେ ଅଭିଯୋଗ କରିଛନ୍ତି । ଛତିଶଗଡର କବୀରନଗର ଥାନାରେ ଅଭିଯୋଗ କରିଛନ୍ତି ମହିଳା ପ୍ରଫେସର ।

ଛତିଶଗଡ ପୋଲିସର ନିର୍ଦ୍ଦେଶରେ ଖଣ୍ଡଗିରି ଥାନାରେ ମାମଲା ରୁଜୁ ହୋଇଛି । ଖଣ୍ଡଗିରି ଥାନାରେ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଛି ।

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.