Tuesday, August 9, 2022
Homeଓଡ଼ିଶା ଖବରରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ

ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ

ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ, ଗୁରୁତ୍ବ ଦେବାକୁ ଦାବି ଉଠାଇଲେ ବିଧାୟକ ସୁରେଶ ରାଉତରାୟ
ବ୍ୟାଘ୍ର ଦିବସ ଅବସରରେ ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ ।

କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ରାଜ୍ୟରେ ୨୦୦୬ ମସିହାରେ ୧୧୧ ବାଘ ଥିଲେ । ଆଉ ୨୦୧୮ରେ ଏହି ସଂଖ୍ୟା ୨୮ରେ ପହଞ୍ଚିଛି ।

ସେହିପରି ନନ୍ଦନକାନନରେ ପଶୁପକ୍ଷୀଙ୍କ ସଂଖ୍ୟା କମିବାରେ ଲାଗିଛି । ତେଣୁ ସରକାର ଏହା ଉପରେ ଗୁରୁତ୍ବ ଦିଅନ୍ତୁ ବୋଲି ଶୂନ୍ୟକାଳରେ ଦାବି ଉଠାଇଲେ ସୁରେଶ କୁମାର ରାଉତରାୟ ।

RELATED ARTICLES

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.

- Advertisment -spot_img

ଲୋକପ୍ରିୟ ଖବର