Tuesday, October 4, 2022
Homeଓଡ଼ିଶା ଖବରଶ୍ରୀଜିଉଙ୍କ ବନକଲାଗି, ଅପରାହ୍ନ ୫ରୁ ରାତି ୯ ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ଶ୍ରୀଜିଉଙ୍କ ବନକଲାଗି, ଅପରାହ୍ନ ୫ରୁ ରାତି ୯ ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ,କସ୍ତୁରୀ ଓ କଳା ଓ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଏ ।

ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

RELATED ARTICLES

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.

- Advertisment -spot_img

ଲୋକପ୍ରିୟ ଖବର