27.1 C
Bhubaneswar
Wednesday, September 29, 2021
No menu items!
Home ମୁଖ୍ୟ ଖବର ସରିଲା ପରୀକ୍ଷା, ଅପେକ୍ଷା ଫଳାଫଳକୁ

ସରିଲା ପରୀକ୍ଷା, ଅପେକ୍ଷା ଫଳାଫଳକୁ

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲରେ ଉପନିର୍ବାଚନ ଲାଗି ମତଦାନ ଶେଷ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସୂଚନା ଅନୁସାରେ ସନ୍ଧ୍ୟା ୫ଟା ସୁଦ୍ଧା ଏହି ଦୁଇ ନିର୍ବାଚନ ମଣ୍ଡଳୀରେ ମୋଟ୍‌ ୬୮.୦୮ ପ୍ରତିଶତ ମତଦାନ‌ ହୋଇଛି। ଏହି ସମୟ ସୁଦ୍ଧା ବାଲେଶ୍ୱର ସଦରରେ ମତଦାନ ହାର ୬୮.୧୯ ପ୍ରତିଶତ ରହିଥିବା ବେଳେ ତିର୍ତ୍ତୋଲରେ ଏହା ୬୭.୯୭ ପ୍ରତିଶତ ରହିଛି। ସେପଟେ ଆସନ୍ତା ଦଶ ତାରିଖରେ ଫଳାଫଳ ପ୍ରକାଶ ପାଇବ। ତେବେ କିଏ ପିନ୍ଧିବ ବିଜୟର ମୁକୁଟ ତାହା ଉପରେ ରହିଛି ସମସ୍ତଙ୍କର ନଜର।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଲ୍ୟାଣ୍ଡଫଲ କଲା ବାତ୍ୟା“ଗୁଲାବ” ତିନି ଘଣ୍ଟା ଧରି ଚାଲିବ ପ୍ରକ୍ରୀୟା

ଆନ୍ଧ୍ରପ୍ରଦେଶର କାଲିଙ୍ଗପାଟନମ୍ ଏବଂ ଓଡିଶାର ଗୋପାଳପୁର ମଧ୍ୟରେ ବାତ୍ୟା “ଗୁଲାବ” ଲ୍ୟାଣ୍ଡଫଲ ପ୍ରକ୍ରୀୟା ଆରମ୍ଭ କରିଛି। ଏହି ଅବତରଣ ପ୍ରକ୍ରିୟା ତିନି ଘଣ୍ଟା ଧରି ଚାଲିବ ବୋଲି ଭାରତ ପାଣିପାଗ ବିଭାଗ ଡିଜି...

ଗୁଣିଗାରେଡ଼ି ସନ୍ଦେହରେ ଗଲା କାଟି ହତ୍ୟା

ମାଲକାନଗିରି 🙁 ରିପୋର୍ଟ- କ୍ରିଷ୍ଣପଦୋ ରାୟ) କାଲିମେଳା ବ୍ଲକ ଅନ୍ତର୍ଗତ ଏମ:ଭି ୭୯ ଥାନା ଅଧିନସ୍ଥ କୋଟମେଟଲା ଗ୍ରାମ ରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ବିଳମ୍ବିତ ରାତିରେ ଗ୍ରାମର ସୁବା...

ସାମୁଦ୍ରିକ ଝଡ଼ ‘ଗୁଲାବ’ ସ୍ଥଳଭାଗ ଆଡ଼କୁ ଅଗ୍ରସର

ସାମୁଦ୍ରିକ ଝଡ଼ ‘ଗୁଲାବ’ ସ୍ଥଳଭାଗ ଆଡ଼କୁ ଅଗ୍ରସର ହେଉଛି । ଏହା ଗୋପାଳପୁର ଠାରୁ ରିପୋର୍ଟ ଲେଖାଯିବା ବେଳକୁ ୩୧୦ କିମି ଦୂରରେ ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର...

ରାଜ୍ୟ ସ୍ତରୀୟ ମାଟିଲଗ୍ନା ଛାତ୍ର ମେଧା ସମ୍ମାନ

ମାଲକାନଗିରି :-(ରିପୋର୍ଟ- କ୍ରିଷ୍ଣପଦୋ ରାୟ)ମାଆ, ମାତୃଭୂମି ଓ ମାତୃଭାଷାର ସୁରକ୍ଷା ପାଇଁ ଗତ ଏକ ବର୍ଷ ଧରି ଓଡ଼ିଶାର ଗ୍ରାମାଞ୍ଚଳରୁ ସହରାଞ୍ଚଳ ପର୍ଯ୍ୟନ୍ତ ପ୍ରଚାର ପ୍ରସାର ପାଇଁ ଅଣ୍ଟା ଭିଡିଥିବା ମାଟିଲଗ୍ନା ସାହିତ୍ୟ...

Recent Comments