29.1 C
Bhubaneswar
Saturday, October 16, 2021
No menu items!
Home ମୁଖ୍ୟ ଖବର ବିଶେଷ ଖବର ସାମୁଦ୍ରିକ ଝଡ଼ ‘ଗୁଲାବ’ ସ୍ଥଳଭାଗ ଆଡ଼କୁ ଅଗ୍ରସର

ସାମୁଦ୍ରିକ ଝଡ଼ ‘ଗୁଲାବ’ ସ୍ଥଳଭାଗ ଆଡ଼କୁ ଅଗ୍ରସର

ସାମୁଦ୍ରିକ ଝଡ଼ ‘ଗୁଲାବ’ ସ୍ଥଳଭାଗ ଆଡ଼କୁ ଅଗ୍ରସର ହେଉଛି । ଏହା ଗୋପାଳପୁର ଠାରୁ ରିପୋର୍ଟ ଲେଖାଯିବା ବେଳକୁ ୩୧୦ କିମି ଦୂରରେ ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ କରି ଏହି ସୂଚନା ଦିଆଯାଇଛି ।

ସମୁଦ୍ର ଭିତରେ ଗୁଲାଲ ଘଣ୍ଟା ପିଛା ୭କିମି ବେଗରେ ଅଗ୍ରସର ହେଉଛି ।ସମ୍ଭାବିତ ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ ଗଂଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଂଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳକୁ ସତର୍କ ସୂଚନା ଜାରି କରିଛି ।

ସମ୍ଭାବ୍ୟ ବାତ୍ୟା ଗୁଲାବର ପ୍ରଭାବରେ ରବିବାର ସକାଳୁ ଗଜପତି ଜିଲ୍ଲାର ଆକାଶ ମେଘାଛନ୍ନ ରହିଥିବା ସହ ଝିପଝିପ ବର୍ଷା ଲାଗିରହିଛି । ଯାହା ଆଶା କରାଯାଉଛି ବାତ୍ୟା ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲ୍ ନିକଟରେ ସ୍ଥଳଭାଗ ଛୁଇଁବ । ବାତ୍ୟାର ସ୍ଥିତିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ୧୧ଟି ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଶନିବାର ଚିଠି ଲେଖିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଫେସ୍‌ବୁକ୍‌, ଇନଷ୍ଟାଗ୍ରାମ, ହ୍ୱାଟସ୍‌ଆପ୍ ଓ ମ୍ୟାସେଞ୍ଜର ୬ ଘଣ୍ଟା ପର୍ଯ୍ୟନ୍ତ ଡାଉନ୍ ରହିବା ପରେ ପୁଣି କାମ କରୁଛି

ଫେସ୍‌ବୁକ୍‌, ଇନଷ୍ଟାଗ୍ରାମ, ହ୍ୱାଟସ୍‌ଆପ୍ ଓ ମ୍ୟାସେଞ୍ଜର ପୁଣି କାମ କରୁଛି । କିଛି ଘଣ୍ଟା ପାଇଁ ଏହା ଡାଉନ୍ ରହିବା ପରେ ଗୋଟିକ ପରେ ଗୋଟିଏ ସେବା ପୁଣି ଥରେ ଆରମ୍ଭ ହୋଇଯାଇଛି...

ପଣ୍ଡରାପଥର ଠାରେ ଗାନ୍ଧୀ ଜୟନ୍ତୀ ପାଳନ

ନୂଆପଡା :-(ରିପୋର୍ଟ -ତେଜୁରାମ ନାଏକ ସହ ଘନଶ୍ୟାମ ନାଏକ)କୋମନା ବ୍ଲକ ଓ ସିନାପାଲି ବ୍ଲକ ଅନ୍ତର୍ଗତ MTSC, ପଣ୍ଡରାପଥର ଓ ରାଜଶ୍ରୀ ପବ୍ଲିକ ସ୍କୁଲ, ସିନାପାଲି ଠାରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି....

ଲକ୍ଷ୍ୟାଧିକ ଟଙ୍କାର ସାଗୁଆନ କାଠ ଜବତ, ଦୁଇ ଗିରଫ

ମାଲକାନଗିରି:-(ରିପୋର୍ଟ- କ୍ରିଷ୍ଣପଦୋ ରାୟ) ବନ ବିଭାଗ ହାତରେ ଧରାପଡିଲେ କାଠ ମାଫିଆ । ଜବତ ହେଲା ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ । ମାଲକାନଗିରି ଜିଲ୍ଲାରେ ଏପରି ଘଟଣା ବାରମ୍ବାର ଘଟୁଥିଲେ ହେଁ...

ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା 2 ମୃତ

ରାୟଗଡା :-(ରିପୋର୍ଟ -କାଁହୁଚରଣ ପାଢ଼ୀ) ଗୁଣୁପୁର ଥାନା ଅନ୍ତର୍ଗତ ଲିମାମେଡା ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣା ରେ 2 ଜଣ ବ୍ୟକ୍ତିଙ୍କ ଶୋଚନୀୟ ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ଦୁର୍ଘଟଣା...

Recent Comments