27.1 C
Bhubaneswar
Wednesday, September 29, 2021
No menu items!
Home ମୁଖ୍ୟ ଖବର ସାମ୍ବାଦିକକୁ ଦୁର୍ବ୍ୟବହାର ଓ ମାଡ଼ ମାରିବା ଘଟଣାକୁ ଦୃଢ଼ ନିନ୍ଦାକଲେ ଗଣମାଧ୍ୟମ ପ୍ରତିନିଧି

ସାମ୍ବାଦିକକୁ ଦୁର୍ବ୍ୟବହାର ଓ ମାଡ଼ ମାରିବା ଘଟଣାକୁ ଦୃଢ଼ ନିନ୍ଦାକଲେ ଗଣମାଧ୍ୟମ ପ୍ରତିନିଧି

ମାଲକାନଗିରି:- (ରିପୋର୍ଟ- ନାକା ରବି କୁମାର ) ମାଲକାନଗିରି ଜିଲ୍ଲା ପଡିଆ ବ୍ଳକ ଗଣମାଧ୍ୟମ ପ୍ରତିନିଧି ବୃନ୍ଦ କେନ୍ଦ୍ରାପଡା ଠାରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ଜଣେ ମହିଳା ପୋଲିସ ଦୃବ୍ୟବହାର କରିବା ସହ ଚାପୁଡ଼ା ମାରିବା ଘଟଣାକୁ ଆଜି ଗଣମାଧ୍ୟମ ପ୍ରତିନିଧି ବୃନ୍ଦ ପଡିଆ ସମସ୍ତ ସାମ୍ବାଦିକ ଏକତା ହୋଇ ଦୃଢ଼ ନିନ୍ଦା କରିବା ସହ ଏଥି ପ୍ରତି ଦୁଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।

ଆଜି ପଡ଼ିଆ ସାମ୍ବାଦିକ ଭାଇ ମାନେ ଏକତ୍ରିତ ହୋଇ ଏକ ବୈଠକ ମଧ୍ୟ କରିଥିଲେ । ଉକ୍ତ ବୈଠକରେ ବିଭିନ୍ନ ପ୍ରକାର ମତାମତ ଆଲୋଚନା କରିବା ପରେ, ଶେଷରେ ଏହି ସିଧାନ୍ତରେ ପହଁଚିଲେ କି ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଧେଶ୍ୟରେ ପଡ଼ିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଘୁନାଥ ମୁଣ୍ଡାରିଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯିବ ।

ତତ୍ ସଙ୍ଗେ ସାମ୍ବାଦିକ ସୁରକ୍ଷା ପାଇଁ ଆଇନ ଲାଗୁ କରିବା,ମାଡ଼ ମାରିଥିବା ମହିଳା ପୋଲିସ କୁ କାର୍ଯ୍ୟରୁ ନିଲମ୍ବନ କରିବା ଓ କାର୍ଯ୍ୟରତ ସାମ୍ବାଦିକକୁ ଦୁର୍ବ୍ୟବହାର ଓ ମାଡ଼ ମାରିବା ଘଟଣାକୁ ଦୃଢ଼ ନିନ୍ଦାକଲେ ଗଣମାଧ୍ୟମ ପ୍ରତିନିଧି ବୃନ୍ଦ ପଡିଆ ବ୍ଳକ ।

ତଥା ମାଡ଼ ମାରିଥିବା ମହିଳା ପୋଲିସ କୁ କାର୍ଯ୍ୟରୁ ନିଲମ୍ବନ କରିବା ଓ କାର୍ଯ୍ୟରତ ସାମ୍ବାଦିକଙ୍କୁ ନ୍ୟାୟ ପ୍ରଦାନ ପାଇଁ ଦାବି କରିଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଲ୍ୟାଣ୍ଡଫଲ କଲା ବାତ୍ୟା“ଗୁଲାବ” ତିନି ଘଣ୍ଟା ଧରି ଚାଲିବ ପ୍ରକ୍ରୀୟା

ଆନ୍ଧ୍ରପ୍ରଦେଶର କାଲିଙ୍ଗପାଟନମ୍ ଏବଂ ଓଡିଶାର ଗୋପାଳପୁର ମଧ୍ୟରେ ବାତ୍ୟା “ଗୁଲାବ” ଲ୍ୟାଣ୍ଡଫଲ ପ୍ରକ୍ରୀୟା ଆରମ୍ଭ କରିଛି। ଏହି ଅବତରଣ ପ୍ରକ୍ରିୟା ତିନି ଘଣ୍ଟା ଧରି ଚାଲିବ ବୋଲି ଭାରତ ପାଣିପାଗ ବିଭାଗ ଡିଜି...

ଗୁଣିଗାରେଡ଼ି ସନ୍ଦେହରେ ଗଲା କାଟି ହତ୍ୟା

ମାଲକାନଗିରି 🙁 ରିପୋର୍ଟ- କ୍ରିଷ୍ଣପଦୋ ରାୟ) କାଲିମେଳା ବ୍ଲକ ଅନ୍ତର୍ଗତ ଏମ:ଭି ୭୯ ଥାନା ଅଧିନସ୍ଥ କୋଟମେଟଲା ଗ୍ରାମ ରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ବିଳମ୍ବିତ ରାତିରେ ଗ୍ରାମର ସୁବା...

ସାମୁଦ୍ରିକ ଝଡ଼ ‘ଗୁଲାବ’ ସ୍ଥଳଭାଗ ଆଡ଼କୁ ଅଗ୍ରସର

ସାମୁଦ୍ରିକ ଝଡ଼ ‘ଗୁଲାବ’ ସ୍ଥଳଭାଗ ଆଡ଼କୁ ଅଗ୍ରସର ହେଉଛି । ଏହା ଗୋପାଳପୁର ଠାରୁ ରିପୋର୍ଟ ଲେଖାଯିବା ବେଳକୁ ୩୧୦ କିମି ଦୂରରେ ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର...

ରାଜ୍ୟ ସ୍ତରୀୟ ମାଟିଲଗ୍ନା ଛାତ୍ର ମେଧା ସମ୍ମାନ

ମାଲକାନଗିରି :-(ରିପୋର୍ଟ- କ୍ରିଷ୍ଣପଦୋ ରାୟ)ମାଆ, ମାତୃଭୂମି ଓ ମାତୃଭାଷାର ସୁରକ୍ଷା ପାଇଁ ଗତ ଏକ ବର୍ଷ ଧରି ଓଡ଼ିଶାର ଗ୍ରାମାଞ୍ଚଳରୁ ସହରାଞ୍ଚଳ ପର୍ଯ୍ୟନ୍ତ ପ୍ରଚାର ପ୍ରସାର ପାଇଁ ଅଣ୍ଟା ଭିଡିଥିବା ମାଟିଲଗ୍ନା ସାହିତ୍ୟ...

Recent Comments