ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ଆସୁଛି ମହାବାତ୍ୟା ‘ସିତରଙ୍ଗ’,

ଆସୁଛି ମହାବାତ୍ୟା ‘ସିତରଙ୍ଗ’,

ଆସୁଛି ମହାବାତ୍ୟା ‘ସିତରଙ୍ଗ’, ଅକ୍ଟୋବର ୨୫ ତାରିଖ ସୁଦ୍ଧା ବଙ୍ଗୋପସାଗରେ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା
ଆସୁଛି ମହାବାତ୍ୟା ‘ସିତରଙ୍ଗ’ । ଆସନ୍ତା ଅକ୍ଟୋବର ୨୫ ତାରିଖ ସୁଦ୍ଧା ବଙ୍ଗୋପସାଗରେ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି ।

ତେବେ ଅକ୍ଟୋବର ୧୮ରୁ ୨୫ ତାରିଖ ମଧ୍ୟରେ ବଙ୍ଗୋପସାଗରେ ସୁପର ସାଇକ୍ଲୋନ ସୃଷ୍ଟି ହେବ। ଏନେଇ ଆମେରିକାର ପାଣିପାଗ ପୂର୍ବାନୁମାନ ସଂସ୍ଥା ଗ୍ଲୋବାଲ ଫରକାଷ୍ଟ ସିଷ୍ଟମ ତଥା ଜିଏଫଏସର ପୂର୍ବାନୁମାନ କରିଛି।ସୂଚନା ଅନୁସାରେ, ଅକ୍ଟୋବର ୧୭ରେ ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ୧୮ ତାରିଖ ସୁଦ୍ଧା ସାଇକ୍ଲୋନିକ୍ ଝଡ଼ ସୃଷ୍ଟି କରିବାର ସମ୍ଭାବନା ରହିଛି।

ତେବେ ଏହି ବାତ୍ୟାର ନାମ ‘ସିତାରଙ୍ଗ’ ରଖାଯାଇଛି । ଏହା ବାତ୍ୟା ମହାବତ୍ୟାର ରୂପ ନେଇପାରେ ବୋଲି ଗବେଷକ କହିଛନ୍ତିି ।
ସେହିପରି ଏହା ଆନ୍ଧ୍ର- ବାଂଲାଦେଶ ମଧ୍ୟରେ କୌଣସି ସ୍ଥାନରେ ଲ୍ୟାଣ୍ଡଫଲ ସମ୍ଭାବନା ରହିଛି । ମହାବାତ୍ୟା ହେଲେ ଘଣ୍ଟା ପ୍ରତି ୨୨୦ରୁ ୨୫୦ କିଲୋମିଟର ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି ।

Related posts

ପୂର୍ବତନ ଉପବାଚସ୍ପତିଙ୍କ ପ୍ରଥମ ଶ୍ରାଦ୍ଧବର୍ଷିକ ପ୍ରତିମୂର୍ତ୍ତି ପ୍ରତିଷ୍ଠା ଉତ୍ସବ

Odisha Halchal

ଦୀର୍ଘଦିନ ଧରି ଫେରାର ଅପରାଧୀ ଗିରଫ

Odisha Halchal

ଦେଶରେ ବଢ଼ିଲା ବେରୋଜଗାରୀ ହାର; ବେକାରୀ ସଂଖ୍ୟାରେ ନମ୍ବର ୱାନ୍ ଏହି ରାଜ୍ୟ

Odisha Halchal

Leave a Comment