ଅପରାଧଓଡ଼ିଶା ଖବରନ୍ୟୁଜ୍

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲନ୍ସ ରେଡ୍,୫ଟି ସ୍ଥାନରେ ଚଢାଉ
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ଵର କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲନ୍ସ ରେଡ୍ ।

ନିର୍ବାହୀ ଯନ୍ତ୍ରୀ ମହେଶ ପ୍ରସାଦ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି ।ଭୁବନେଶ୍ଵର ସ୍ପେଶାଲ ଜଜଙ୍କ ନିର୍ଦ୍ଦେଶ କ୍ରମେ ରେଡ୍ ହୋଇଛି । ଏହି ଚଢାଉରେ ୩ ଜଣ ଡିଏସ୍ପି, ୧୨ ଜଣ ଇନସ୍ପେକ୍ଟର, ୨ ଜଣ ସବ୍ ଇନସ୍ପେକ୍ଟର, ୫ ଜଣ ଏଏସ୍ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।ମହେଶ ପ୍ରସାଦ ପଟ୍ଟନାୟକଙ୍କ ବାଲେଶ୍ଵର ସ୍ଥିତ ଅଫିସ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି।

ବାଲେଶ୍ଵରସ୍ଥିତ ଅଫିସ, ରାୟଗଡା କସ୍ତୁରିନଗର ସ୍ଥିତ ପୈତୃକ ଘର, ବିଶାଖାପାଟନମ୍ ଛିନ୍ନଗଦିଲିସ୍ଥିତ ଫ୍ଲାଟ, ଭୁବନେଶ୍ବର ସୁନ୍ଦରପଦାରେ ଥିବା ଫ୍ଲାଟ, ମୟୁରଭଞ୍ଜ ବାରିପଦା ମୁର୍ଗାବାଡିସ୍ଥିତ ସରକାରୀ ବାସଭବନରେ ଚଢାଉ ଚାଲିଛି ।

Related posts

ଶ୍ୱଶୁର ଘରେ ବୋହୂର ଝୁଲନ୍ତା ମୃତଦେହ, ବିବାହକୁ ପୂରିନି ୨ ମାସ

Odisha Halchal

ଜୁଆ ଆଡ୍ଡା ଉପରେ ଚଡାଉ

Odisha Halchal

ନକଲି ମଦ କାରଖାନା ଉପରେ ଚଢାଉ

Odisha Halchal

Leave a Comment