ଓଡ଼ିଶା ଖବରଦେଶ ବିଦେଶନ୍ୟୁଜ୍

ଓଡିଶା ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା

ଓଡିଶା ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା

ଆଜି ଓଡିଶା ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ । କଂଗ୍ରେସ ସଭାପତି ନିର୍ବାଚନରେ ଖଡଗେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାରୁ ସେ ପ୍ରଚାର ପାଇଁ ଆଜି ଓଡିଶା ଆସୁଛନ୍ତି । ଭୁବନେଶ୍ୱର ଆସି ସେ ପିସିସି ସଭ୍ୟଙ୍କୁ ଭେଟି ତାଙ୍କୁ ଭୋଟ ଦେବାକୁ ଅନୁରୋଧ କରିବେ ।

ଭୁବନେଶ୍ୱରରେ ଅପରାହ୍ନରେ ଏକ ସାମ୍ବାଦିକ ସମ୍ମିଳନୀକୁ ସେ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି । ସନ୍ଧ୍ୟାରେ ସେ ପୁଣି ଦିଲ୍ଲୀ ଫେରିଯିବେ ବୋଲି ସୂଚନା ମିଳିଛି ।

ଜାତୀୟ କଂଗ୍ରେସର ସଭାପତି ନିର୍ବାଚନରେ ମଲ୍ଲିକାର୍ଜୁନ ଖଡଗେ ଓ ଶଶି ଥରୁରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି । ଆସନ୍ତା ୧୭ ତାରିଖରେ ଏଥିପାଇଁ ଭୋଟ ଗ୍ରହଣ କରାଯିବ । ଓଡିଶାର ମୋଟ ୪୨୮ ଜଣ ପିସିସି ସଭ୍ୟ ଏଥିରେ ମତଦାନ କରିବେ ।

Related posts

କାଙ୍ଗୁରୁକୋଣ୍ଡା ଗ୍ରାମ ପଞ୍ଚାୟତରେ ଗ୍ରାମସଭା

Odisha Halchal

କଂଗ୍ରେସର ପ୍ରଚାରରମଙ୍ଗ ଧରିଲେ ଛତିଶଗଡ଼ ମନ୍ତ୍ରୀ

Odisha Halchal

ରେଲୱେ ଅଟୋଷ୍ଟାଣ୍ଡରୁ ଗଞ୍ଜେଇ ଚୋରା ଚାଲାଣ

Odisha Halchal

Leave a Comment