ଓଡ଼ିଶା ଖବରନ୍ୟୁଜ୍

କୈରାଝୁଲିଠାରେ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ

କୈରାଝୁଲିଠାରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର:- (ରିପୋର୍ଟ :-ମଣ୍ଟୁମନ୍ତ୍ରା)ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଜାଲୋଏ ଗ୍ରାମପଞ୍ଚାୟତ ଅନ୍ତର୍ଗତ କୈରାଝୁଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ା

ଏହି କାର୍ଯ୍ୟକ୍ରମ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ନିବେଦିତା ମିଶ୍ରଙ୍କ କରକମଳରେ ଶୁଭ ଉଦ୍ଘାଟିତ ହୋଇଥିଲା ା ଏହି କାର୍ଯ୍ୟକ୍ରମରେ ଜାଲୋଏ ଗ୍ରାମପଞ୍ଚାୟତର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ର ଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ କରିଥିଲେ ା

ଏପରିକି ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଓ କନିଷ୍ଠ ବିଭାଗର ଛାତ୍ର ଛାତ୍ରୀ ମାନେ ଓଡ଼ିଆ ପ୍ରବନ୍ଧ, ଓଡ଼ିଆ ସୁନ୍ଦର ହସ୍ତାକ୍ଷର, ସୁନ୍ଦର ଚିତ୍ରାଙ୍କନ, ଆକର୍ଷଣୀୟ ନୃତ୍ୟ ଓ ସଙ୍ଗୀତ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ ା

Related posts

ପ୍ରସିଦ୍ଧ ଟିଭି ଆଙ୍କର ଥିଲେ, ଏବେ ରାସ୍ତାକଡ଼ରେ ଖାଦ୍ୟ ପସରା ଧରି ଗ୍ରାହକଙ୍କୁ କରୁଛନ୍ତି ଅପେକ୍ଷା

Odisha Halchal

ଅତୁନୁ ସବ୍ୟସାଚୀଙ୍କ ଦିନିକିଆ ଗସ୍ତ

Odisha Halchal

ପୁଅକୁ ହତ୍ୟା ପରେ ମାଆର ଆତ୍ମହତ୍ୟା

Odisha Halchal

Leave a Comment