ଅପରାଧଓଡ଼ିଶା ଖବରନ୍ୟୁଜ୍

ନକ୍ସଲ ହମଲା, ୩ ସିଆର୍‌ପିଏଫ୍‌ ଯବାନ ସହିଦ୍‌

ନକ୍ସଲ ହମଲା, ୩ ସିଆର୍‌ପିଏଫ୍‌ ଯବାନ ସହିଦ୍‌

ନକ୍ସଲ ହମଲାରେ ୩ CRPF ଯବାନ ସହିଦ ହୋଇଛନ୍ତି। ନୂଆପଡ଼ା ଜିଲ୍ଲା ବୋଡେନ୍‌ ବ୍ଲକ୍‌ ପାଟଧରା ସଂରକ୍ଷିତ ଜଙ୍ଗଲରେ ଏହି ହମଲା ହୋଇଛି।

ଯବାନମାନେ ଗୋଟିଏ କ୍ୟାମ୍ପରୁ ଅନ୍ୟ କ୍ୟାମ୍ପକୁ ଯିବା ବେଳେ ହମଲା ହୋଇଛି। ଏବେ ମଧ୍ୟ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଥିବା ସୂଚନା ମିଳିଛି।

ଖବର ପାଇଁ ଦକ୍ଷିରାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ଓ ନୂଆପଡ଼ା ଏସ୍‌ପି ଘଟଣା ସ୍ଥଳକୁ ଯାଉଛନ୍ତି।

Related posts

ଷାଠିଏ ଫୁଟ ଉଚ୍ଚତା ର ତୁଳସୀ ବୃକ୍ଷ

Odisha Halchal

ବଜ୍ରରାଜନଗର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

Odisha Halchal

ଟ୍ରକ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା

Odisha Halchal

Leave a Comment