ଓଡ଼ିଶା ଖବରନ୍ୟୁଜ୍ମନୋରଞ୍ଜନ

ବଢିଲା ବର୍ଷା ପ୍ରିୟଦର୍ଶିନୀଙ୍କ ଅଡୁଆ, ଗିରଫ କରିପାରେ ଦିଲ୍ଲୀ ପୋଲିସ

ବଢିଲା ବର୍ଷା ପ୍ରିୟଦର୍ଶିନୀଙ୍କ ଅଡୁଆ, ଗିରଫ କରିପାରେ ଦିଲ୍ଲୀ ପୋଲିସ

ବଢିଲା ବର୍ଷା ପ୍ରିୟଦର୍ଶିନୀଙ୍କ ଅଡୁଆ । ବର୍ଷାଙ୍କୁ ଗିରଫ କରିପାରେ ଦିଲ୍ଲୀ ପୋଲିସ । ସାଂସଦ ଅନୁଭବଙ୍କ କର୍ମଚାରୀଙ୍କୁ ଜାତିସୂଚକ ଗାଳି ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଦିଲ୍ଲୀ ପୋଲିସର ସମନ ।

ବର୍ଷାଙ୍କ ସହ ତାଙ୍କ ଝିଆରୀ ଓ ମାଆଙ୍କୁ ବି ସମନ ହୋଇଥିବା ଚର୍ଚ୍ଚା ।ଖବର ଅନୁଯାୟୀ, ୨୦୧୯ ଜୁଲାଇ ୯ ତାରିଖର ମାମଲା ୨୦୨୨ ଜୁଲାଇରେ ଦିଲ୍ଲୀ ପୋଲିସ ପଞ୍ଜିକୃତ କରିବା ପରେ ଏବେ ବର୍ଷାଙ୍କ ଅଡୁଆ ବଢିଛି ।

ବଡକଥା ହେଉଛି ଗତ ୨୫ ତାରିଖରେ ଦିଲ୍ଲୀ ପୋଲିସର ଏକ ଟିମ ବର୍ଷାଙ୍କୁ ଖୋଜି କଟକରେ ପହଂଚିଥିଲା।ପୁରୀ ଘାଟ ଥାନା ପୋଲିସ ସହଯୋଗ କରିନଥିଲା । ପରେ ବହୁତ ସମୟ ପରେ ବର୍ଷା ଓ ତାଙ୍କ ବଡ଼ ଭଉଣୀ ଥାନାକୁ ଆସି ସମନ ଗ୍ରହଣ କରିଥିବା ଜଣାପଡିଛି ।

Related posts

ଯୁଦ୍ଧ ସାରିବାକୁ ରୁଷ ସେନାକୁ ତାରିଖ ଦେଲେ ପୁଟିନ !

Odisha Halchal

ଗାଡି ଧକ୍କାରେ ପ୍ରିିଜାଇଡିଂ ଅଫିସରଙ୍କ ମୃତ୍ୟୁ, ନିର୍ବାଚନ ଡ୍ୟୁଟି ସାରି ଘରକୁ ଫେରୁଥିଲେ

Odisha Halchal

କଂଗ୍ରେସ ପକ୍ଷରୁ ନିର୍ବାଚନୀ ପ୍ରଚାର ଅଭିଯୋଗ

Odisha Halchal

Leave a Comment