ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ବର୍ଷା ଓ ବଜ୍ରାଘାତ ନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରୀ

ବର୍ଷା ଓ ବଜ୍ରାଘାତ ନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରୀ

ବର୍ଷା ଓ ବଜ୍ରାଘାତ ନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି । ମାଲକାନଗିରି, ମୟୁରଭଞ୍ଜ, କୋରାପୁଟ୍‌,ନବରଙ୍ଗପୁର, କଳାହାଣ୍ଡି,ରାୟଗଡ଼ା,କନ୍ଧମାଳ,ଅନୁଗୁଳ,ଢେଙ୍କାନାଳ,ଯାଜପୁର,ଭଦ୍ରକ,ବାଲେଶ୍ୱର ଆଦି ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି ।

ସୁଚନା ଅନୁସାରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଏହା ଆଣ୍ଡାମାନ ସାଗରର ଅବଶିଷ୍ଟାଂଶ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ୨୭ ତାରିଖ ସୁଦ୍ଧା କେରଳ ନିକଟରେ ମୌସୁମୀ ବାୟୁ ପହଞ୍ଚିବା ସମ୍ଭାବନା ରହିଛି ବୋଲି କହିଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।

Related posts

ଲୋକ ବିକାଶ ମଞ୍ଚ ସଂଗଠନର ପ୍ରଶିକ୍ଷକଙ୍କ ଦ୍ବାରା ଶିକ୍ଷା ଗ୍ରହଣ

Odisha Halchal

ବଜ୍ରରାଜନଗର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

Odisha Halchal

ସ୍ବାମୀଙ୍କୁ ହତ୍ୟାକରି ମୁଣ୍ଡ କାଟି ମନ୍ଦିରରେ ରଖିଦେଇ ଆସିଲା ପତ୍ନୀ

Odisha Halchal

Leave a Comment