ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ବାତ୍ୟା ନେଇ ‘ଗୁଜବ’ଠାରୁ ଦୂରେଇ ରହିବାକୁ ପରାମର୍ଶ,

ବାତ୍ୟା ନେଇ ‘ଗୁଜବ’ଠାରୁ ଦୂରେଇ ରହିବାକୁ ପରାମର୍ଶ,

ବାତ୍ୟା ନେଇ ‘ଗୁଜବ’ଠାରୁ ଦୂରେଇ ରହିବାକୁ ପରାମର୍ଶ। ଏନେଇ ଟ୍ୱିଟ କରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ କୌଣସି ସୂଚନା ଜାରି କାରିନାହିଁ ।

ଏନେଇ କୌଣସି ପୂର୍ବାନୁମାନ କରିନଥିବା ଟ୍ୱିଟ କରି ସୂଚନା ଜାରି କରିଛି । ବାତ୍ୟା ନେଇ ୭ଦିନ ଆଗରୁ ଆକଳନ କରିବା ବିଜ୍ଞାନ ସମ୍ମତ ନୁହେଁ । ତେବେ ବଙ୍ଗୋପସାଗରରେ ଅନ୍ୟାନ୍ୟ ମଡେଲ ମହାବତ୍ୟା ନେଇ ସତର୍କ କରିଛନ୍ତି ।

ସେପଟେ ଆସନ୍ତା ଅକ୍ଟୋବର ୨୫ ତାରିଖ ସୁଦ୍ଧା ବଙ୍ଗୋପସାଗରେ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ତେବେ ଅକ୍ଟୋବର ୧୮ରୁ ୨୫ ତାରିଖ ମଧ୍ୟରେ ବଙ୍ଗୋପସାଗରେ ସୁପର ସାଇକ୍ଲୋନ ସୃଷ୍ଟି ହେବ।ଏନେଇ ଆମେରିକାର ପାଣିପାଗ ପୂର୍ବାନୁମାନ ସଂସ୍ଥା ଗ୍ଲୋବାଲ ଫରକାଷ୍ଟ ସିଷ୍ଟମ ତଥା ଜିଏଫଏସର ପୂର୍ବାନୁମାନ କରିଛି।

Related posts

ଶେଷ ହେଲା ଆଇପିଏଲ ଢଙ୍ଗରେ ଏମ୍.ପି.ଏଲ

Odisha Halchal

ଲକ୍ଷାଧିକ ଟଙ୍କାର ବାଣ ଜବତ

Odisha Halchal

ପେନ୍ ଡ୍ରାଇଭରେ ରହିଛି ହାଇପ୍ରୋଫାଇଲ ଲୋକଙ୍କ ଭିଡିଓ

Odisha Halchal

Leave a Comment