ଓଡ଼ିଶା ଖବରନ୍ୟୁଜ୍

ରାଜ୍ୟରୁ ଅପସରି ଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ରାଜ୍ୟରୁ ଅପସରି ଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ରାଜ୍ୟରୁ ଫେରିଗଲା ମୌସୁମୀ ବାୟୁ । ଓଡିଶାରୁ ସଂପୂର୍ଣ୍ଣ ବିଦାୟ ନେଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ।

ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ଦେଶରୁ ମୌସୁମୀ ବିଦାୟ ନେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ସମ୍ଭାବ୍ୟ ବାତ୍ୟା ଆଶଙ୍କା ମଧ୍ୟରେ ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି ।

ରାଜ୍ୟର ୨୫ଟି ଜିଲ୍ଲାରୁ ମୌସୁମୀ ଫେରି ଯାଇଥିବାବେଳେ ବାକି ୫ଟି ଜିଲ୍ଲାରୁ ଆସନ୍ତା କିଛିଦିନ ମଧ୍ୟରେ ଫେରିଯିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Related posts

ସ୍ତ୍ରୀ ବେକରେ ରଶି ଲଗାଇ ଝୁଲି ପଡ଼ିବା ପରେ ଏସିଡ୍ ପିଇ ଦେଇଥିବା ସ୍ୱାମୀର ମୃତ୍ୟୁ

Odisha Halchal

କଲେଜ୍ ଛାତ୍ର ଛାତ୍ରୀ ଙ୍କ ତୀବ୍ର ଆନ୍ଦୋଳନ

Odisha Halchal

ପୂର୍ବ ଶତ୍ରୁତାରୁ ଠେଙ୍ଗାରେ ପିଟିପିଟି ହତ୍ୟା

Odisha Halchal

Leave a Comment