ଓଡ଼ିଶା ଖବରନ୍ୟୁଜ୍

ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ

ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ

ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ, ଗୁରୁତ୍ବ ଦେବାକୁ ଦାବି ଉଠାଇଲେ ବିଧାୟକ ସୁରେଶ ରାଉତରାୟ
ବ୍ୟାଘ୍ର ଦିବସ ଅବସରରେ ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ ।

କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ରାଜ୍ୟରେ ୨୦୦୬ ମସିହାରେ ୧୧୧ ବାଘ ଥିଲେ । ଆଉ ୨୦୧୮ରେ ଏହି ସଂଖ୍ୟା ୨୮ରେ ପହଞ୍ଚିଛି ।

ସେହିପରି ନନ୍ଦନକାନନରେ ପଶୁପକ୍ଷୀଙ୍କ ସଂଖ୍ୟା କମିବାରେ ଲାଗିଛି । ତେଣୁ ସରକାର ଏହା ଉପରେ ଗୁରୁତ୍ବ ଦିଅନ୍ତୁ ବୋଲି ଶୂନ୍ୟକାଳରେ ଦାବି ଉଠାଇଲେ ସୁରେଶ କୁମାର ରାଉତରାୟ ।

Related posts

କଟକ ବିଡାନାସୀରେ ସିରିଜ୍ ଲୁଟ୍ ମାମଲା: ୪ ଅଭିଯୁକ୍ତ ଗିରଫ

Odisha Halchal

ଏସିଡ୍‌ ମାଡ଼ର ଶିକାର ହୋଇଥିବା ବନିତା ସିଂଙ୍କର ମୃତ୍ୟୁ

Odisha Halchal

କଟକର ରୁପା ତାରକସୀକୁ ଜିଆଇ ମାନ୍ୟତା

Odisha Halchal

Leave a Comment