ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ଗ୍ରୀଷ୍ମ ପ୍ରବାହ ନେଇ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆରମ୍ଭ ହୋଇଗଲାଣି ଗ୍ରୀଷ୍ମ ପ୍ରବାହ । ଆସନ୍ତା ୪୩୦ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏହି ଜିଲ୍ଲାଗୁଡିକ ହେଲେ ମୟୂରଭଞ୍ଜ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ବରଗଡ । ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଖରା ସମୟରେ ନବଜାତ, ବୃଦ୍ଧ ଓ ଅସୁସ୍ଥ ଲୋକଙ୍କୁ ଅଧିକ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମାର୍ଚ୍ଚ ୩୧ରୁ ଏପ୍ରିଲ ୧ ତାରିଖ ମଧ୍ୟରେ ବରଗଡ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ଅନୁଗୁଳ, କଳାହାଣ୍ଡି ଓ ସମ୍ବଲପୁର ଆଜି ଜିଲ୍ଲାକୁ ଗ୍ରୀଷ୍ଣ ପ୍ରବାବ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଏପ୍ରିଲ ୧ରୁ ୨ ତାରିଖ ମଧ୍ୟରେ ବରଗଡ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି , ଅନୁଗୁଳ ଓ ସମ୍ବଲପୁର ଆଦି ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ତେବେ ଆବଶ୍ୟକ ନଥିଲେ ଖରା ସମୟରେ ବାହାରକୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି ।

Related posts

କାହିଁକି ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଉପରକୁ ଗୁଳିମାଡ଼ କଲା !

Odisha Halchal

ଜି ଆଇ ଇ ଟି ଵିଶ୍ଵ ବିଦ୍ୟାଳୟରେ ଦିନିକିଆ ଜାତୀୟ ସମ୍ମିଳନୀ ଅନୁଷ୍ଠିତ

Odisha Halchal

ବାଇକ୍ ଦୁର୍ଘଟଣା, ଗୋଟିଏ ପରିବାର ର ତିନି ମୃତ

Odisha Halchal

Leave a Comment