ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ଗ୍ରୀଷ୍ମ ପ୍ରବାହ ନେଇ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆରମ୍ଭ ହୋଇଗଲାଣି ଗ୍ରୀଷ୍ମ ପ୍ରବାହ । ଆସନ୍ତା ୪୩୦ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏହି ଜିଲ୍ଲାଗୁଡିକ ହେଲେ ମୟୂରଭଞ୍ଜ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ବରଗଡ । ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଖରା ସମୟରେ ନବଜାତ, ବୃଦ୍ଧ ଓ ଅସୁସ୍ଥ ଲୋକଙ୍କୁ ଅଧିକ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମାର୍ଚ୍ଚ ୩୧ରୁ ଏପ୍ରିଲ ୧ ତାରିଖ ମଧ୍ୟରେ ବରଗଡ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ଅନୁଗୁଳ, କଳାହାଣ୍ଡି ଓ ସମ୍ବଲପୁର ଆଜି ଜିଲ୍ଲାକୁ ଗ୍ରୀଷ୍ଣ ପ୍ରବାବ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଏପ୍ରିଲ ୧ରୁ ୨ ତାରିଖ ମଧ୍ୟରେ ବରଗଡ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି , ଅନୁଗୁଳ ଓ ସମ୍ବଲପୁର ଆଦି ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ତେବେ ଆବଶ୍ୟକ ନଥିଲେ ଖରା ସମୟରେ ବାହାରକୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି ।

Related posts

ୟୁକ୍ରେନ୍ ରୁ ଭାରତ ଫେରିଥିବା ଡାକ୍ତରୀ ଛାତ୍ରଛାତ୍ରୀ ଭାରତରେ କରିବେ ଇଣ୍ଟର୍ଣ୍ଣସିପ୍‌, ସର୍କୁଲାର ଜାରି କଲା ଜାତୀୟ ମେଡିକାଲ କମିଶନ

Odisha Halchal

ମାନସ ସ୍ୱାଇଁକୁ ଅପହରଣ କରି ହତ୍ୟା କରିଥିବା ସ୍ୱୀକାର କଲା ମୁଖ୍ୟ ଅଭିଯୁକ୍ତ

Odisha Halchal

ଓଡିଶା ପୋଲିସ କେ. ନାଇନ୍ ସ୍କ୍ବାର୍ଡରେ ସାମିଲ ହେଲା ବେଲଜିୟମ୍ ମେଲେନିୟସ ପ୍ରଜାତି କୁକୁର

Odisha Halchal

Leave a Comment