ଓଡ଼ିଶା ଖବରନ୍ୟୁଜ୍

ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କଲେ ରାଜ୍ୟ ସରକାର

ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କଲେ ରାଜ୍ୟ ସରକାର

ସହିଦଙ୍କ ପରିବାରକୁ ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କଲେ ରାଜ୍ୟ ସରକାର । ୫ ଲକ୍ଷ ପରିବର୍ତ୍ତେ ୧୦ ସହିଦଙ୍କ ପରିବାରକୁ ଏବେ ୧୦ ଲକ୍ଷ ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଯୁଦ୍ଧ, ଆତଙ୍କୀ ଓ ଉଗ୍ରବାଦର ମୁକାବିଲା ବେଳେ ସହିଦ ଯବାନଙ୍କ ପରିବାରକୁ ଏହି ସହାୟତା ପ୍ରଦାନ କରାଯାଉଛି ।ସହିଦଙ୍କ ପରିବାର ପାଇଁ ସହାୟତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର, ୫ ଲକ୍ଷ ବଦଳରେ ମିଳିବ ୧୦ ଲକ୍ଷ

Related posts

ସଡକ ଦୁଃର୍ଘଟଣାରେ ଦୁଇ ମୃତ ଜଣେ ଗୁରୁତର

Odisha Halchal

ବୌଦ୍ଧରେ ନୂତନ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ

Odisha Halchal

ଅଦିନିଆ ବର୍ଷାରେ ରାସ୍ତା ଶୋଚନୀୟ

Odisha Halchal

Leave a Comment