ଅପରାଧଓଡ଼ିଶା ଖବରନ୍ୟୁଜ୍

କମିଶନରେଟ ପୋଲିସ ପଞ୍ଝାରେ ଦୁଇ କୁଖ୍ୟାତ ଲୁଟେରା

କମିଶନରେଟ ପୋଲିସ ପଞ୍ଝାରେ ଦୁଇ କୁଖ୍ୟାତ ଲୁଟେରା

କମିଶନରେଟ ପୋଲିସ ପଞ୍ଝାରେ ଦୁଇ କୁଖ୍ୟାତ ଲୁଟେରା । ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଜବତ । ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ସେମାନଙ୍କୁ ପଚରାଉଚରା କରୁଛି ପୋଲିସ ।

ଖବର ଅନୁଯାୟୀ, ବିଭିନ୍ନ ସ୍ଥାନରୁ ଲୋକଙ୍କଠାରୁ ଟଙ୍କା ଓ ସୁନା ଗହଣା ଲୁଟ୍ କରୁଥିଲେ ଲୁଟେରା । ଏନେଇ ପୋଲିସ ନିକଟରେ ବାରମ୍ବାର ଅଭିଯୋଗ ହୋଇଆସୁଥିଲା । ଗତ କିଛି ଦିନ ହେଲା ପୋଲିସ ଲଗାତର ଭାବେ ଏହି ଲୁଟେରାଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା ।

ଶେଷରେ ଦୁଇ ଜଣ କୁଖ୍ୟାତ ଲୁଟେରାଙ୍କୁ କାବୁ କରିଛି କମିଶନରେଟ୍ ପୋଲିସ । ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଜବତ କରିଛି ପୋଲିସ ।

Related posts

ବେଆଇନ କଫ ସିରପ ଜବତ

Odisha Halchal

ହକିବିଶ୍ୱକପ -2023ର ହକି ରଥ ସ୍ବାଗତଂ

Odisha Halchal

ଗୋଟେ ଫେଜକୁ ସମ୍ଭାଳି ପାରୁନି ପାୱାର

Odisha Halchal

Leave a Comment