ଅପରାଧଓଡ଼ିଶା ଖବରନ୍ୟୁଜ୍

ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ବନ୍ଧାହେଲେ ଅବସର ପ୍ରାପ୍ତ ସେନା କର୍ମଚାରୀ

ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ବନ୍ଧାହେଲେ ଅବସର ପ୍ରାପ୍ତ ସେନା କର୍ମଚାରୀ

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ । ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଛି । ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ବରମପୁର ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି ।

ଖବର ଅନୁଯାୟୀ, ନାବାଳାକିଙ୍କୁ ସେହି ଅଞ୍ଚଳ ଜଣେ ୬୨ ବର୍ଷୀୟ ଅବସରପ୍ରାପ୍ତ ସେନା କର୍ମଚାରୀ ଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଛି । ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା ।

ପରେ ଘଟଣାର ତଦନ୍ତ କରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି । ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡିଛି ।

Related posts

ସୀମା ଟପିଲା ବର୍ବରତା, ଶାଶୂ ଉପରେ ଇଟା ଲଦିଦେଲା ବୋହୂ

Odisha Halchal

ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

Odisha Halchal

ରେଲୱେ ଅଟୋଷ୍ଟାଣ୍ଡରୁ ଗଞ୍ଜେଇ ଚୋରା ଚାଲାଣ

Odisha Halchal

Leave a Comment