ଓଡ଼ିଶା ଖବରନ୍ୟୁଜ୍

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ,

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ,

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ,ସୁଚନା ଦେଲେ ଗଣଶିକ୍ଷା ମନ୍ତ୍ରୀଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ,ସୁଚନା ଦେଲେ ଗଣଶିକ୍ଷା ମନ୍ତ୍ରୀଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୁଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।

ରେଜଲ୍ଟ ନେଇ ବୋର୍ଡ଼ କର୍ତ୍ତୁପକ୍ଷଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି ।ସୁଚନା ଅନୁସାରେ ଚଳିତବର୍ଷ ମାର୍ଚ୍ଚ ୨୯ରୁ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୫ଲକ୍ଷ ୩୮ ହଜାର ପିଲା ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା ।

ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର‌୍ୟ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ବାରଣ କରାଯାଇଥିଲା ।ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ ହୋଇଥିଲା ।

Related posts

ଅଫିସ୍‌ ଯିବା ବେଳେ ସ୍କୁଟିରୁ ଖସି ପଡ଼ିଲେ ଯୁବତୀ, ବସ୍‌ ଧକ୍କାରେ ଚାଲିଗଲା ଜୀବନ

Odisha Halchal

ଧରାପଡିଲେ ଦୁଇ ସାଇବର ଠକ

Odisha Halchal

ଜମିବାଡ଼ିକୁ ନେଇ ମହାଭାରତ

Odisha Halchal

Leave a Comment