ଓଡ଼ିଶା ଖବରନ୍ୟୁଜ୍

ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ

ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ

ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ, ଗୁରୁତ୍ବ ଦେବାକୁ ଦାବି ଉଠାଇଲେ ବିଧାୟକ ସୁରେଶ ରାଉତରାୟ
ବ୍ୟାଘ୍ର ଦିବସ ଅବସରରେ ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ ।

କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ରାଜ୍ୟରେ ୨୦୦୬ ମସିହାରେ ୧୧୧ ବାଘ ଥିଲେ । ଆଉ ୨୦୧୮ରେ ଏହି ସଂଖ୍ୟା ୨୮ରେ ପହଞ୍ଚିଛି ।

ସେହିପରି ନନ୍ଦନକାନନରେ ପଶୁପକ୍ଷୀଙ୍କ ସଂଖ୍ୟା କମିବାରେ ଲାଗିଛି । ତେଣୁ ସରକାର ଏହା ଉପରେ ଗୁରୁତ୍ବ ଦିଅନ୍ତୁ ବୋଲି ଶୂନ୍ୟକାଳରେ ଦାବି ଉଠାଇଲେ ସୁରେଶ କୁମାର ରାଉତରାୟ ।

Related posts

ଅନୁଭବଙ୍କ ଘରେ ରହିବେ ବର୍ଷା

Odisha Halchal

ଲୋକପ୍ରିୟ ସିଙ୍ଗର୍‌ ଜାନି ଜୋହାନଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

Odisha Halchal

ଟାଟା ଷ୍ଟିଲ୍‌ ପ୍ଲାଣ୍ଟରେ ବିସ୍ଫୋରଣ, ୨ ଶ୍ରମିକ ଗୁରୁତର

Odisha Halchal

Leave a Comment