ଓଡ଼ିଶା ଖବରନ୍ୟୁଜ୍

ମାର୍ଚ୍ଚ ୩୧ ପୁର୍ବରୁ ବସିବ ବିଧାନସଭା ଅଧିବେଶନ, ରାଜ୍ୟପାଳଙ୍କ ଅନୁମୋଦନକୁ ଅପେକ୍ଷା

ମାର୍ଚ୍ଚ ୩୧ ପୁର୍ବରୁ ବସିବ ବିଧାନସଭା ଅଧିବେଶନ, ରାଜ୍ୟପାଳଙ୍କ ଅନୁମୋଦନକୁ ଅପେକ୍ଷା

ମାର୍ଚ୍ଚ ୩୧ ପୁର୍ବରୁ ବସିବ ବିଧାନସଭା ଅଧିବେଶନ । ରାଜ୍ୟପାଳଙ୍କ ଅନୁମୋଦନ ପରେ ବସିବ ବିଧାନସଭା ଅଧିବେଶନ । ରାଜ୍ୟପାଳଙ୍କ ଅନୁମୋଦନ ପରେ ବିଧିବଦ୍ଧ ଭାବେ ତାରିଖ ଘୋଷଣା କରାଯିବ ।

ଏହା ପରେ ଅଧିବେଶନ ଆରମ୍ଭ ହେବ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୁଚନା ଦେଇଛନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଯେଉଁ ସଦସ୍ୟ ମାନେ ଗୃହକୁ ଆସି ପାରିବେନି ତାଙ୍କ ପାଇଁ ଭିଡିଓ କନଫରେନ୍ସିଂର ବ୍ୟବସ୍ଥା କରାଯିବ ।

ବିଭିନ୍ନ ବିଲ୍ , ଆଲୋଚନା , ତାରକା ଚିହ୍ନିତ ପ୍ରଶ୍ନ, ପ୍ରଶ୍ନକାଳ ,ଶୂନ୍ୟକାଳ ରହିଛି। ସମସ୍ତଙ୍କୁ ନେଇ ଗୃହ କାର‌୍ୟ୍ୟ ସୁରୁଖୁରୁ ରେ ଚାଲିବ ବୋଲି ବାଚସ୍ପତି ଆଶା ପ୍ରକାଶ କରିଛନ୍ତି।

Related posts

ପୁସ୍ପା ଷ୍ଟାଇଲ୍ ରେ ଚାଷ ଜମିରୁ ଚନ୍ଦନ କାଠ ଚୋରି

Odisha Halchal

ଡିଲ୍‌ ବେଳେ ମାଡିବସିଲା ଏସ୍‌ଟିଏଫ୍‌: ୬ କେଜିର ବଜ୍ରକାପ୍ତା କାତି ଜବତ, ଜଣେ ଗିରଫ

Odisha Halchal

ବାଲ୍ୟ ବିବାହ ନିରାକରଣ ସଚେତନତା ରାଲି

Odisha Halchal

Leave a Comment