ଦେଶ ବିଦେଶନ୍ୟୁଜ୍

ଭାରତୀୟ ସେନାର ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ସର୍ଚ୍ଚ ଅପରେସନ ଜାରି

ଭାରତୀୟ ସେନାର ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଭାରତୀୟ ସେନାର ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଜାମ୍ମୁ-କାଶ୍ମୀର ଗୁରେଜ୍ ସେକ୍ଟର ବରାଉମ୍‌ର ବରଫାବୃତ ଅଞ୍ଚଳରେ ଏହି ଦୁର୍ଘଟଣା ହୋଇଥିବାର ସୂଚନା ମିଳିଛି ।

ହେଲିକପ୍ଟରରେ ଥିବା ଲୋକଙ୍କୁ ଉଦ୍ଧାର ପାଇଁ ଦୁର୍ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଟିମ୍ ପହଞ୍ଚିଛି । ତେବେ କେଉଁ ପରିସ୍ଥିତିରେ ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହେଲା ସେନେଇ ତନାଘନା ଚାଲିଛି ।

Related posts

ଆତ୍ମସମର୍ପଣ କଲେ ଦୁର୍ଦ୍ଦାନ୍ତ ମାଓବାଦୀ ଲାଳସୁ ଲାପକା

Odisha Halchal

ଜୀବନ ପାଇଁ ଦୁଇ ବୁନ୍ଦା

Odisha Halchal

ମାନସ ସ୍ୱାଇଁ ହତ୍ୟା ମାମଲା : ଘଟଣାରେ ଆଉ ଜଣେ ମହିଳାଙ୍କ ସଂପୃକ୍ତି

Odisha Halchal

Leave a Comment