19 C
Bhubaneswar
Friday, December 4, 2020
No menu items!
Home ଜୀବନଚର୍ଯ୍ୟା ଖାଦ୍ୟ ଏବଂ ବ୍ୟଜନଂ ପ୍ରତିଦିନ ଖାଆନ୍ତୁ ଛତୁଆ: ମିଳିବ ଏସବୁ ଫାଇଦା...

ପ୍ରତିଦିନ ଖାଆନ୍ତୁ ଛତୁଆ: ମିଳିବ ଏସବୁ ଫାଇଦା…

ଛତୁଆ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ଏଥିରେ କ୍ୟାଲସିୟମ୍‌, ଫାଇବର ଓ ମ୍ୟାଗ୍ନେସିୟମ୍ ଭଳି ପୋଷାକତତ୍ୱ‌ ରହିଛି। ଛତୁଆ ଖାଇଲେ ଅନେକ ରୋଗରୁ ମୁକ୍ତି ମିଳିଥାଏ। ତେବେ ଆସନ୍ତୁ ଜାଣିବା ଛତୁଆ ଖାଇଲେ କେଉଁ ଲାଭ ମିଳିଥାଏ….

-ଛତୁଆ ଖାଇବା ଦ୍ୱାରା ଗଳା ସମ୍ୱନ୍ଧୀୟ ରୋଗ, ବାନ୍ତି, ଶୋଷ, ଗରମ ଦିନରେ ଦେଖାଯାଉଥିବା ସମସ୍ୟା ଦେଖା ଯାଇ ନଥାଏ।

-ଚଣା ବା ବୁଟରେ ପ୍ରସ୍ତୁତ ଛତୁଆ ପେଟ ସମ୍ୱନ୍ଧୀୟ ରୋଗରୁ ଦୂର କରି ପେଟକୁ ଥଣ୍ଡା ରଖିବାରେ ସାହାଯ୍ୟ କରେ।

-ଛତୁଆରେ ଥିବା ପୋଟାସିୟମ୍‌ ରକ୍ତଚାପକୁ ନିୟନ୍ତ୍ରଣରେ ରଖେ।

-ଏଥିରେ ଥିବା ପ୍ରୋଟିନ୍ ମାଂସପେଶୀକୁ ମଜଭୁତ ରଖେ।

LEAVE A REPLY

Please enter your comment!
Please enter your name here

Most Popular

ଶନିବାର ରାଶିଫଳ…

ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ବ୍ୟବସାୟରେ ଉନ୍ନତି ଓ ବ୍ୟବସାୟ ସମ୍ପ୍ରସାରଣ କରିବାରେ ଧ୍ୟାନ ଦେବେ । ପରିବହନ ବ୍ୟବସାୟରେ ଆଜି ଅଧିକ ଆୟ...

୧୫ରେ ନୂଆ ଭୋଟର ତାଲିକା

ଭୁବନେଶ୍ୱର: ଜାନୁଆରୀ ୧୫ରେ ପ୍ରକାଶ ପାଇବ ୨୦୨୧ ପାଇଁ ନୂଆ ଭୋଟର ତାଲିକା । ଭୋଟ ପରିଚୟ ପତ୍ର ସଂଶୋଧନକୁ ନେଇ ଆୟାଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ...

ପରୀ ହତ୍ୟା ଘଟଣା: ନୟାଗଡ଼ ଏସପିଙ୍କୁ ସମନ

ଭୁବନେଶ୍ୱର: ନୟାଗଡ଼ର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡ ମାମଲାରେରେ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ ନୟାଗଡ଼ ଏସପିଙ୍କୁ ସମନ କରିଥିବା ଜଣାଯାଇଛି। ସୂଚନା ଅନୁସାରେ, ପରୀ ହତ୍ୟାକାଣ୍ଡ ନେଇ ଏନସିପିସିଆର ନୟାଗଡ଼ ଏସପିଙ୍କ...

ସତ ମାନିଲେ ଆକାଶ

ଭୁବନେଶ୍ୱର: ଆଇଏଫଏସ ଅଫିସର ଅଭୟ ପାଠକ ଓ ପୁଅ ଆକାଶ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତନାଘନା ଜାରି ରହିଛି। ଭିଜିଲାନ୍ସ ଜେରା କଲାବେଳେ ସତ ଓଗାଳିଛନ୍ତି ଆକାଶ। ଟାଟା...

Recent Comments