19 C
Bhubaneswar
Friday, December 4, 2020
No menu items!
Home ମୁଖ୍ୟ ଖବର କରୋନା ଭାଇରସ ନ୍ୟୁଜ୍ ଖ୍ରୀଷ୍ଟମାସ ସୁଦ୍ଧା କରୋନା ଟିକା

ଖ୍ରୀଷ୍ଟମାସ ସୁଦ୍ଧା କରୋନା ଟିକା

ନୂଆଦିଲ୍ଲୀ: ଆମେରିକାର ବହୁରାଷ୍ଟ୍ରୀୟ ଔଷଧ ପ୍ରସ୍ତୁତକାରୀ ସଂସ୍ଥା ଫାଇଜର ଦ୍ବାରା ତିଆରି କୋଭିଡ୍ ଟିକାର ନୈଦାନିକ ପରୀକ୍ଷଣ ବୁଧବାର ଶେଷ ହୋଇଛି। ଏହି ଟିକା ୯୫ ପ୍ରତିଶତ ଫଳପ୍ରଦ ବୋଲି କମ୍ପାନୀ ଦାବି କରିଛି। ତେବେ ସବୁକିଛି ଠିକ୍ ରହିଲେ ଖ୍ରୀଷ୍ଟମାସ ସୁଦ୍ଧା ଟିକା ବିତରଣ ଆରମ୍ଭ କରିଦିଆଯିବ ବୋଲି ବାୟୋଏନ୍‌ଟେକ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଉଗୁର ସଚିନ କହିଛନ୍ତି।

ତାଙ୍କ ସୂଚନା ମୁତାବକ, ସବୁକିଛି ଠିକ୍ ରହିଲେ ଡିସେମ୍ବର ଦ୍ୱିତୀୟ ଭାଗରେ ଆମେରିକା ସରକାରଙ୍କଠାରୁ ଜରୁରୀକାଳୀନ ଅନୁମତି ମିଳିବ ବୋଲି ସେ ଆଶା ପ୍ରକଟ କରିଛନ୍ତି। ଏଥିସହ ଖ୍ରୀଷ୍ଟମାସ ପୂର୍ବରୁ ଟିକା ବିତରଣ ଆରମ୍ଭ କରିବେ ବୋଲି ପ୍ରକାଶ କରିଛନ୍ତି। ‘ଫାଇଜର୍’ ଏବଂ ‘ବାୟୋଏନ୍‌ଟେକ୍‌’ ଦ୍ବାରା ମିଳିତ ଭାବେ ବିକଶିତ ଟିକା କୋଭିଡ୍‌-୧୯ ସଂକ୍ରମଣ ପ୍ରତିରୋଧ କରିବାରେ ୯୫% ଫଳପ୍ରଦ ହୋଇଥିବା ନେଇ କମ୍ପାନୀ କହିବା ପ‌ରେ ବାୟୋଏନ୍‌ଟେକ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଉଗୁର ସଚିନ ଏଭଳି ବୟାନ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Most Popular

ଶନିବାର ରାଶିଫଳ…

ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ବ୍ୟବସାୟରେ ଉନ୍ନତି ଓ ବ୍ୟବସାୟ ସମ୍ପ୍ରସାରଣ କରିବାରେ ଧ୍ୟାନ ଦେବେ । ପରିବହନ ବ୍ୟବସାୟରେ ଆଜି ଅଧିକ ଆୟ...

୧୫ରେ ନୂଆ ଭୋଟର ତାଲିକା

ଭୁବନେଶ୍ୱର: ଜାନୁଆରୀ ୧୫ରେ ପ୍ରକାଶ ପାଇବ ୨୦୨୧ ପାଇଁ ନୂଆ ଭୋଟର ତାଲିକା । ଭୋଟ ପରିଚୟ ପତ୍ର ସଂଶୋଧନକୁ ନେଇ ଆୟାଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ...

ପରୀ ହତ୍ୟା ଘଟଣା: ନୟାଗଡ଼ ଏସପିଙ୍କୁ ସମନ

ଭୁବନେଶ୍ୱର: ନୟାଗଡ଼ର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡ ମାମଲାରେରେ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ ନୟାଗଡ଼ ଏସପିଙ୍କୁ ସମନ କରିଥିବା ଜଣାଯାଇଛି। ସୂଚନା ଅନୁସାରେ, ପରୀ ହତ୍ୟାକାଣ୍ଡ ନେଇ ଏନସିପିସିଆର ନୟାଗଡ଼ ଏସପିଙ୍କ...

ସତ ମାନିଲେ ଆକାଶ

ଭୁବନେଶ୍ୱର: ଆଇଏଫଏସ ଅଫିସର ଅଭୟ ପାଠକ ଓ ପୁଅ ଆକାଶ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତନାଘନା ଜାରି ରହିଛି। ଭିଜିଲାନ୍ସ ଜେରା କଲାବେଳେ ସତ ଓଗାଳିଛନ୍ତି ଆକାଶ। ଟାଟା...

Recent Comments