ଜିଏସଟି ପରିଷଦର ସୁପାରିଶ କେନ୍ଦ୍ର ଓ ରାଜ୍ୟ ସରକାର ମାନିବାକୁ ବାଧ୍ୟ ନୁହନ୍ତି: ସୁପ୍ରିମକୋର୍ଟ
ଜିଏସଟି ପରିଷଦର ସୁପାରିଶ କେନ୍ଦ୍ର ଓ ରାଜ୍ୟ ସରକାର ମାନିବାକୁ ବାଧ୍ୟ ନୁହନ୍ତି। ଏହା କହିଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ ଏହି ମାମଲାର ଶୁଣାଣି କରି ଉପରୋକ୍ତ ରାୟ ଶୁଣାଇଛନ୍ତି। ସେ କହିଛନ୍ତି...