ସ୍କୁଲରେ ଶିକ୍ଷକ ଆସୁନଥିବା ରୁ ସ୍କୁଲ ଛାତ୍ର ଛାତ୍ରୀ ମାନଙ୍କ ପାଠପଢ଼ା ବନ୍ଧ ଶିକ୍ଷକ ମାନଙ୍କ ନିମନ୍ତେ ଛାତ୍ର ଛାତ୍ରୀ ମାନଙ୍କ ଭବିଷ୍ୟତ ଅନ୍ଧକାର
ମୁନିଗୁଡା :-(ଓଡିଶା ହାଲଚାଲ) ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଳକ ବଙ୍ଗନା ସ୍କୁଲର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୁଇଜଣ ଶିକ୍ଷକ ନିୟମିତ ଭାବେ ସ୍କୁଲୁକୁ ଆସୁନଥିବା ଗ୍ରାମବାସୀଙ୍କ ଅଭିଯୋଗ,ଓଡ଼ିଶା ସରକାର ଶିକ୍ଷା ଉପରେ ଗୁରୁତ୍ୱ ଦେଇ...