21 C
Bhubaneswar
Saturday, January 16, 2021
No menu items!
Home ଜୀବନଚର୍ଯ୍ୟା ଶ୍ୱାସ ରୋଗକୁ ଦୂର କରେ ଆତ

ଶ୍ୱାସ ରୋଗକୁ ଦୂର କରେ ଆତ

ବଜାରରେ ଯଥେଷ୍ଟ ପରିମାଣରେ ଆତ ମିଳୁଛି। ଆଉ ଆତ ପାଟିକୁ ଭାରି ସ୍ୱାଦିଷ୍ଟ ଲାଗିବା ସହ ଏଥିରେ କ୍ୟାଲସିୟମ୍‌, ମ୍ୟାଗ୍ନେସିୟମ୍‌ ଓ ଫାଇବର୍‌ ସହିତ ବିଭିନ୍ନ ପ୍ରକାର ପୋଷକତତ୍ତ୍ୱ ମଧ୍ୟ ରହିଛି। ଏହାକୁ ଖାଇଲେ ଅନେକ ସମସ୍ୟାରୁ ମୁକ୍ତି ମିଳଥାଏ। ଏପରିକି ଆୟୁର୍ବେଦରେ ଆତ ପତ୍ରକୁ ମଧ୍ୟ ଔଷଧ ଭାବେ ବ୍ୟବହାର କରାଯାଇଥାଏ। ତେବେ ଆସନ୍ତୁ ଜାଣିବା ଏହାର ଫାଇଦା ବିଷୟରେ ..

– ଆତରେ ଭିଟାମିନ୍‌ ଏ, ଭିଟାମିନ୍ ସି ଓ ରିବୋଫ୍ଲାବିନ୍‌ ପରି ପୋଷକତତ୍ତ୍ୱ ରହିଛି, ଯାହା ଦୃଷ୍ଟିଶକ୍ତି ବୃଦ୍ଧିରେ ସହାୟକ ହୋଇଥାଏ।

– ଆତରେ ଭିଟାମିନ୍‌ ‘ବି ୬’ ରହିଛି। ଏହାକୁ ଖାଇଲେ ଶ୍ୱାସ ରୋଗ ଭଲ ହୋଇଥାଏ।

– ଏଥିରେ ଥିବା ପୋଟାସିୟମ୍‌, ମ୍ୟାଗ୍ନେସିୟମ୍‌ ହୃଦ୍‌ଜନିତ ବିଭିନ୍ନ ସମସ୍ୟାରୁ ରକ୍ଷା କରିଥାଏ। ଏଥିପାଇଁ ହୃଦ୍‌ରୋଗୀଙ୍କୁ ନିୟମିତ ଆତ ଖାଇବା ପାଇଁ ଡାକ୍ତର ପରାମର୍ଶ ଦେଇଥା’ନ୍ତି।

– ଏଥିରେ ଥିବା କପର୍‌ ଓ ଆଇରନ୍‌ ଗର୍ଭବତୀଙ୍କ ପାଇଁ ବେଶ୍ ଭଲ। ଗର୍ଭାବସ୍ଥାରେ ଆତ ଖାଇଲେ ଗର୍ଭଜନିତ କଷ୍ଟ ଅନେକାଂଶରେ ଦୂର ହୋଇଥାଏ।

– ଆତରେ ଥିବା ଫାଇବର୍‌ କୋଷ୍ଠକାଠିନ୍ୟ ସମସ୍ୟାକୁ ଦୂର କରିଥାଏ ଏବଂ ହଜମ ପ୍ରକ୍ରିୟାକୁ ମଜବୁତ କରିଥାଏ।

– ଆତ ଖାଇଲେ ବ୍ଲଡ୍‌ ପ୍ରେସର କମ୍‌ ହୋଇଥାଏ।

– ଏଥିରେ ଆଇରନ୍‌ ଓ କପର୍‌ ଥିବା ଯୋଗୁ ଏହା ରକ୍ତହୀନତା ସମସ୍ୟାକୁ ଦୂର କରିଥାଏ।

LEAVE A REPLY

Please enter your comment!
Please enter your name here

Most Popular

ରବିବାରର ରାଶିଫଳ…

ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଏକାଦଶ ଚନ୍ଦ୍ର ହେତୁ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି କିମ୍ବ ଅନ୍ୟକୁ ଦେଇଥିବା...

କୋଭିଡ 19 ଟିକାକରଣ କେନ୍ଦ୍ର ଭାବରେ ଉତ୍କଳ ହସ୍ପିଟାଲ ମନୋନୀତ

ଭୁବନେଶ୍ୱର: ଦେଶବ୍ୟାପୀ କୋଭିଡ ଟୀକାକରଣ ଅଭିଯାନ ଆରମ୍ଭ ହୋଇଥିବା ବେଳେ ଏହାର ଅଂଶ ବିଶେଷ ଭାବରେ ଟିକିରୀର ଉସାପଡା ସ୍ଥିତ ଉତ୍କଳ ହସ୍ପିଟାଲକୁ ରାୟଗଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଟିକିରି ଅଞ୍ଚଳ ପାଇଁ...

ରାଜ୍ୟକୁ ଫେରିଲା ଶୀତ

ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ । ମକର ପରେ ପୁଣି ଥରେ ଥଣ୍ଡା ଅନୁଭୂତ ହୋଇଛି । ଗତକାଲି ୯ଟି ସହରରେ ପାରଦ ୧୧ଡିଗ୍ରୀ ସେଲସିୟସ୍ ତଳେ ରହିଥିଲା । ଫୁଲବାଣୀରେ ୬...

ରାଜ୍ୟରେ ଆରମ୍ଭ ହୋଇଛି ଟୀକାକରଣ: ଫିଡ଼ବ୍ୟାକ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି କରୋନା ଟିକାକରଣ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣର ଶୁଭାରମ୍ଭ ହୋଇଛି । ପ୍ରଥମେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଟିକା ନେଇଛନ୍ତି । ଏହାପରେ ସେ...

Recent Comments