19 C
Bhubaneswar
Friday, December 4, 2020
No menu items!
Home ମୁଖ୍ୟ ଖବର ଏଣିକି ହେଲମେଟ୍ ନପିନ୍ଧିଲେ ବାତିଲ ହେବ ଲାଇସେନ୍ସ

ଏଣିକି ହେଲମେଟ୍ ନପିନ୍ଧିଲେ ବାତିଲ ହେବ ଲାଇସେନ୍ସ

ଭୁବନେଶ୍ୱର: ରାଜ୍ୟରେ ଦୁର୍ଘଟଣା ବଢୁଥିଲେ ବି ଲୋକମାନେ ହେଲମେଟ୍ ପିନ୍ଧିବାକୁ ରାଜି ହେଉନାହାନ୍ତି। ଏଥିପାଇଁ ହେଲମେଟ୍ ନିୟମକୁ କଡାକଡି ପାଳନ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏଣିକି ହେଲମେଟ୍ ନପିନ୍ଧିଲେ ବାତିଲ ହେବ ଲାଇସେନ୍ସ। ଏନେଇ ପୋଲିସ ଡିଜିଙ୍କୁ ଚିଠି ଲେଖିଛନ୍ତି ପ୍ରମୁଖ ସଚିବ ମଧୁସୂଦନ ପାଢୀ। ପ୍ରତି ଜିଲ୍ଲାରେ କେତେ କାର୍ଯ୍ୟାନୁଷ୍ଠାନ ହୋଇଛି, ତାହା ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। MV ଆକ୍ଟ ଅନୁଯାୟୀ ନିୟମ ଭାଙ୍ଗିଲେ ଲାଇସେନ୍ସକୁ ୩ ମାସ ପର୍ଯ୍ୟନ୍ତ ବାତିଲ କରାଯିବ।

LEAVE A REPLY

Please enter your comment!
Please enter your name here

Most Popular

ଶନିବାର ରାଶିଫଳ…

ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ବ୍ୟବସାୟରେ ଉନ୍ନତି ଓ ବ୍ୟବସାୟ ସମ୍ପ୍ରସାରଣ କରିବାରେ ଧ୍ୟାନ ଦେବେ । ପରିବହନ ବ୍ୟବସାୟରେ ଆଜି ଅଧିକ ଆୟ...

୧୫ରେ ନୂଆ ଭୋଟର ତାଲିକା

ଭୁବନେଶ୍ୱର: ଜାନୁଆରୀ ୧୫ରେ ପ୍ରକାଶ ପାଇବ ୨୦୨୧ ପାଇଁ ନୂଆ ଭୋଟର ତାଲିକା । ଭୋଟ ପରିଚୟ ପତ୍ର ସଂଶୋଧନକୁ ନେଇ ଆୟାଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ...

ପରୀ ହତ୍ୟା ଘଟଣା: ନୟାଗଡ଼ ଏସପିଙ୍କୁ ସମନ

ଭୁବନେଶ୍ୱର: ନୟାଗଡ଼ର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡ ମାମଲାରେରେ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ ନୟାଗଡ଼ ଏସପିଙ୍କୁ ସମନ କରିଥିବା ଜଣାଯାଇଛି। ସୂଚନା ଅନୁସାରେ, ପରୀ ହତ୍ୟାକାଣ୍ଡ ନେଇ ଏନସିପିସିଆର ନୟାଗଡ଼ ଏସପିଙ୍କ...

ସତ ମାନିଲେ ଆକାଶ

ଭୁବନେଶ୍ୱର: ଆଇଏଫଏସ ଅଫିସର ଅଭୟ ପାଠକ ଓ ପୁଅ ଆକାଶ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତନାଘନା ଜାରି ରହିଛି। ଭିଜିଲାନ୍ସ ଜେରା କଲାବେଳେ ସତ ଓଗାଳିଛନ୍ତି ଆକାଶ। ଟାଟା...

Recent Comments