21 C
Bhubaneswar
Saturday, January 16, 2021
No menu items!
Home ମୁଖ୍ୟ ଖବର ଅପରାଧ IIFLରୁ ଲୁଟ ଘଟଣାର ମାଷ୍ଟରମାଇଣ୍ଡ ଲେଡି ଅଫିସର!

IIFLରୁ ଲୁଟ ଘଟଣାର ମାଷ୍ଟରମାଇଣ୍ଡ ଲେଡି ଅଫିସର!

କଟକ: କଟକ ଅର୍ଥଲଗାଣକାରୀ ସଂସ୍ଥା IIFLରୁ ସୁନା ଲୁଟ ଘଟଣାର ମାଷ୍ଟରମାଇଣ୍ଡ ଜଣେ ଲେଡି ଅଫିସର ଥିବା ସୂଚନା ମିଳିଛି। ଲେଡି ଅଫିସର ସମ୍ପୃକ୍ତ ଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି । IIFLରେ ଏକ ପଦସ୍ଥ ଅଧିକାରୀ ଭାବେ ଲେଡି ଅଫିସର କାର୍ଯ୍ୟରତ ଅଛନ୍ତି । ସେହିପରି ମୁଖ୍ୟ ଅଭିଯୁକ୍ତ ଲାଲା ଅମ୍ରିତ ରାୟ ସହ ମିଶି କ୍ରାଇମପ୍ଲଟ କରିଥିଲେ। ଲୁଟ ପାଇଁ ଲେଡି ଅଫିସର ହିଁ ଅମ୍ରିତକୁ କହିଥିବା ସୂଚନା ମିଳିଛି। ସମ୍ପୃକ୍ତ ଲେଡି ଅଫିସର ଅଟକ ଥିବା ବେଳେ ତାଙ୍କୁ ଜେରା ଚାଲିଥିବା ସୂଚନା ମିଳିଛି । ଘଟଣାରେ ସଂସ୍ଥାର ଆଉ କିଛି ଅଧିକାରୀ ବି ସମ୍ପୃକ୍ତ ଥିବା ସୂଚନା ରହିଛି ।

LEAVE A REPLY

Please enter your comment!
Please enter your name here

Most Popular

କୋଭିଡ 19 ଟିକାକରଣ କେନ୍ଦ୍ର ଭାବରେ ଉତ୍କଳ ହସ୍ପିଟାଲ ମନୋନୀତ

ଭୁବନେଶ୍ୱର: ଦେଶବ୍ୟାପୀ କୋଭିଡ ଟୀକାକରଣ ଅଭିଯାନ ଆରମ୍ଭ ହୋଇଥିବା ବେଳେ ଏହାର ଅଂଶ ବିଶେଷ ଭାବରେ ଟିକିରୀର ଉସାପଡା ସ୍ଥିତ ଉତ୍କଳ ହସ୍ପିଟାଲକୁ ରାୟଗଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଟିକିରି ଅଞ୍ଚଳ ପାଇଁ...

ରାଜ୍ୟକୁ ଫେରିଲା ଶୀତ

ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ । ମକର ପରେ ପୁଣି ଥରେ ଥଣ୍ଡା ଅନୁଭୂତ ହୋଇଛି । ଗତକାଲି ୯ଟି ସହରରେ ପାରଦ ୧୧ଡିଗ୍ରୀ ସେଲସିୟସ୍ ତଳେ ରହିଥିଲା । ଫୁଲବାଣୀରେ ୬...

ରାଜ୍ୟରେ ଆରମ୍ଭ ହୋଇଛି ଟୀକାକରଣ: ଫିଡ଼ବ୍ୟାକ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି କରୋନା ଟିକାକରଣ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣର ଶୁଭାରମ୍ଭ ହୋଇଛି । ପ୍ରଥମେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଟିକା ନେଇଛନ୍ତି । ଏହାପରେ ସେ...

ବଜେଟ ଉପରେ ରହିଛି ସମସ୍ତଙ୍କ ନଜର

ଆସନ୍ତା ୧ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ୨୦୨୧-୨୨କୁ ଉପସ୍ଥାପନ କରିବେ । କୋଭିଡ୍‌-୧୯ ସ୍ଥିତିରେ ମେଡିକାଲ ଖର୍ଚ୍ଚ ଏବଂ ବୀମାରେ ଅଧିକ ଟିକସ ରିହାତି ଦେଇପାରନ୍ତି ଅର୍ଥମନ୍ତ୍ରୀ । ଏହି...

Recent Comments