21 C
Bhubaneswar
Saturday, January 16, 2021
No menu items!
Home ମୁଖ୍ୟ ଖବର ଆସନ୍ତା ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

ଆସନ୍ତା ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

ଭୁବନେଶ୍ୱର: ଡିସେମ୍ବର ପହିଲାରୁ ଖୋଲିବ ସମସ୍ତେ ମେଡିକାଲ କଲେଜ । ଡିସେମ୍ବର ୧ରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲାଯିବ । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀଙ୍କ ପାଠପଢା କରୋନା ଯୋଗୁଁ ବହୁ ଦିନ ହେବ ଅଟକି ରହିଛି । ପାଠପଢାରେ ବହୁତ କ୍ଷତି ହେଲାଣି । ଛାତ୍ରଛାତ୍ରୀଙ୍କ ପାଠ ପଢା ପାଇଁ ମେଡିକାଲ କଲେଜ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ତେବେ କରୋନା ଗାଇଡଲାଇନ୍ ସହ ଏସଓପି ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି । କଲେଜ କର୍ତ୍ତୃପକ୍ଷ ଏହାକୁ ମାନିବେ । କଲେଜ ପରିସର ଏବଂ ଶ୍ରେଣୀଗୃହରେ ସାମାଜିକ ଦୂରତା ଆଦି ପାଳନ କରାଯିବ ।

LEAVE A REPLY

Please enter your comment!
Please enter your name here

Most Popular

କୋଭିଡ 19 ଟିକାକରଣ କେନ୍ଦ୍ର ଭାବରେ ଉତ୍କଳ ହସ୍ପିଟାଲ ମନୋନୀତ

ଭୁବନେଶ୍ୱର: ଦେଶବ୍ୟାପୀ କୋଭିଡ ଟୀକାକରଣ ଅଭିଯାନ ଆରମ୍ଭ ହୋଇଥିବା ବେଳେ ଏହାର ଅଂଶ ବିଶେଷ ଭାବରେ ଟିକିରୀର ଉସାପଡା ସ୍ଥିତ ଉତ୍କଳ ହସ୍ପିଟାଲକୁ ରାୟଗଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଟିକିରି ଅଞ୍ଚଳ ପାଇଁ...

ରାଜ୍ୟକୁ ଫେରିଲା ଶୀତ

ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ । ମକର ପରେ ପୁଣି ଥରେ ଥଣ୍ଡା ଅନୁଭୂତ ହୋଇଛି । ଗତକାଲି ୯ଟି ସହରରେ ପାରଦ ୧୧ଡିଗ୍ରୀ ସେଲସିୟସ୍ ତଳେ ରହିଥିଲା । ଫୁଲବାଣୀରେ ୬...

ରାଜ୍ୟରେ ଆରମ୍ଭ ହୋଇଛି ଟୀକାକରଣ: ଫିଡ଼ବ୍ୟାକ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି କରୋନା ଟିକାକରଣ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣର ଶୁଭାରମ୍ଭ ହୋଇଛି । ପ୍ରଥମେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଟିକା ନେଇଛନ୍ତି । ଏହାପରେ ସେ...

ବଜେଟ ଉପରେ ରହିଛି ସମସ୍ତଙ୍କ ନଜର

ଆସନ୍ତା ୧ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ୨୦୨୧-୨୨କୁ ଉପସ୍ଥାପନ କରିବେ । କୋଭିଡ୍‌-୧୯ ସ୍ଥିତିରେ ମେଡିକାଲ ଖର୍ଚ୍ଚ ଏବଂ ବୀମାରେ ଅଧିକ ଟିକସ ରିହାତି ଦେଇପାରନ୍ତି ଅର୍ଥମନ୍ତ୍ରୀ । ଏହି...

Recent Comments